ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ନୂଆପଡ଼ା, ସୁନ୍ଦରଗଡ଼, ଦେବଗଡ଼, କଳାହାଣ୍ଡି,ନବରଙ୍ଗପୁର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାକୁ ମଧ୍ୟ ଆଗାମୀ ୩ ଘଣ୍ଟା ପାଇଁ ସତର୍କ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସେହିପରି ନୂଆପଡ଼ା, ସୁନ୍ଦରଗଡ଼, ଦେବଗଡ଼, କଳାହାଣ୍ଡି,ନବରଙ୍ଗପୁର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାକୁ ମଧ୍ୟ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର