୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୫ ଜିଲ୍ଲାଗୁଡିକ ହେଲା-  ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା […]

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୫ ଜିଲ୍ଲାଗୁଡିକ ହେଲା-  ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

24 Jul 2022 By The Sakala

୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୫ ଜିଲ୍ଲାଗୁଡିକ ହେଲା-  ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର