୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ […]

ଭୁବନେଶ୍ୱର: ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ୨.୦୭ କୋଟିର ‘ଡିଜିଟାଲ ଆରେଷ୍ଟ’ ଠକେଇ: ଓଡ଼ିଶା ଓ ରାଜସ୍ଥାନରୁ ୩ ଜଣଙ୍କୁ ଗିରଫ କଲା CBI

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି, ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ,  କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଉ ଉକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଜୁଲାଇ ୧୩ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ, ବାତିଲ କଲେ ରାଜ୍ୟ ସରକାର

23 Jun 2023 By The Sakala

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ,  କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଉ ଉକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର