ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯଇଛି। […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

07 Jun 2023 By The Sakala

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର