ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି […]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।