ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଭଦ୍ରକ […]
ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର । ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।