ରାଜ୍ୟର ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା, ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ  । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ।  […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ  । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲାଗୁଡିକ ହେଲା- କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ । କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

01 Jun 2023 By The Sakala

ରାଜ୍ୟର ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା, ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଛି।  ଏହି ସ୍ଥିତି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ  । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏହି କାଳବୈଶାଖୀଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲାଗୁଡିକ ହେଲା- କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ । କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର