ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Deviprasad Mohanty Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ