ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ନୟାଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ନୟାଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

 

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର