ବର୍ଷା ଓ ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ  ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

 

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର