By
The Sakala
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ […]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
About The Author: The Sakala