ରାଜ୍ୟର ୧୪ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

22 May 2023 By The Sakala

ରାଜ୍ୟର ୧୪ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର