ରାଜଧାନୀରେ ଯୁବକଙ୍କୁ ନିର୍ମମ ହତ୍ୟା

The Sakala Picture
Published On

ଭୁବନେଶ୍ବର : ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା । ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଘଟିଛି ଏଭଳି ହତ୍ୟାକାଣ୍ଡ। ଘଟଣାରେ ଜଣଙ୍କୁ ଅଟକ ରଖିଛି କ୍ୟାପିଟାଲ ଥାନା ପୋଲିସ । ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲ ପଠାଇଛି ପୋଲିସ । ଆଜି ସଂଧ୍ୟାରେ ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଦୁଇ ଜଣ ଶ୍ରମିକଙ୍କ ମଧ୍ୟରେ କୌଣସି କାରଣକୁ […]

ଭୁବନେଶ୍ବର : ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା । ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଘଟିଛି ଏଭଳି ହତ୍ୟାକାଣ୍ଡ। ଘଟଣାରେ ଜଣଙ୍କୁ ଅଟକ ରଖିଛି କ୍ୟାପିଟାଲ ଥାନା ପୋଲିସ । ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲ ପଠାଇଛି ପୋଲିସ ।

ଆହୁରି ପଢ଼ନ୍ତୁ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଶିକ୍ଷକ ପଦୋନ୍ନତି ଦୁର୍ନୀତି ମାମଲା: ପଦୋନ୍ନତି ତାଲିକା ବାତିଲ ଓ ନିର୍ଦ୍ଦେଶକଙ୍କ ନିଲମ୍ୱନ ଦାବି କଲା ବିଜେଡି

ଆଜି ସଂଧ୍ୟାରେ ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଦୁଇ ଜଣ ଶ୍ରମିକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚଶା ହୋଇଥିଲା । ଯାହାକୁ ନେଇ ଜଣେ ଶ୍ରମିକ ଅନ୍ୟ ଜଣଙ୍କୁ ପଥରେ ଛେଚି ନୃଶଂସ ଭାବେ ହତ୍ୟା କରିଛି । ମୃତକଙ୍କ ପରିଚୟ ଜଣାପଡିନାହିଁ । ତେବେ କେଉଁଥି ପାଇଁ ଏଭଳି ଘଟଣା ଘଟିଲା ତାହା ଜଣାପଡିନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି ପୋଲିସ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

12 Jun 2021 By The Sakala

ରାଜଧାନୀରେ ଯୁବକଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ବର : ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା । ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଘଟିଛି ଏଭଳି ହତ୍ୟାକାଣ୍ଡ। ଘଟଣାରେ ଜଣଙ୍କୁ ଅଟକ ରଖିଛି କ୍ୟାପିଟାଲ ଥାନା ପୋଲିସ । ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲ ପଠାଇଛି ପୋଲିସ ।

ଆଜି ସଂଧ୍ୟାରେ ଶିଶୁଭବନ ଛକରୁ ରାଜମହଲ ଯିବା ରାସ୍ତାରେ ଦୁଇ ଜଣ ଶ୍ରମିକଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚଶା ହୋଇଥିଲା । ଯାହାକୁ ନେଇ ଜଣେ ଶ୍ରମିକ ଅନ୍ୟ ଜଣଙ୍କୁ ପଥରେ ଛେଚି ନୃଶଂସ ଭାବେ ହତ୍ୟା କରିଛି । ମୃତକଙ୍କ ପରିଚୟ ଜଣାପଡିନାହିଁ । ତେବେ କେଉଁଥି ପାଇଁ ଏଭଳି ଘଟଣା ଘଟିଲା ତାହା ଜଣାପଡିନାହିଁ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର