ରାଜଧାନୀରେ ଚାଞ୍ଚଲ୍ୟ; ପୋଖରୀରେ ଭାସୁଛି ଯୁବକଙ୍କ ମୃତ ଦେହ, ହତ୍ୟା ସନ୍ଦେହ

The Sakala Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ପାତ୍ରପଡ଼ା ନିକଟରେ ଥିବା ଏକ ପୋଖରୀରୁ ଉଦ୍ଧାର କରାଯାଇଛି ଜଣେ ଯୁବକଙ୍କ ମୃତଦେହ । ପୋଖରୀରେ ଯୁବକଙ୍କ ମୃତଦେହ ଭାସୁଥିବାବେଳେ କିଛି ଲୋକ ଏହାକୁ ଦେଖିଥିଲେ । ପରେ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୋଖରିରୁ ମିଳି ଥିବା ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ନାଁ ମନିଷ ଅନୁରାଗ। ମୃତ ଯୁବକ […]

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ପାତ୍ରପଡ଼ା ନିକଟରେ ଥିବା ଏକ ପୋଖରୀରୁ ଉଦ୍ଧାର କରାଯାଇଛି ଜଣେ ଯୁବକଙ୍କ ମୃତଦେହ । ପୋଖରୀରେ ଯୁବକଙ୍କ ମୃତଦେହ ଭାସୁଥିବାବେଳେ କିଛି ଲୋକ ଏହାକୁ ଦେଖିଥିଲେ । ପରେ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

ପୋଖରିରୁ ମିଳି ଥିବା ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ନାଁ ମନିଷ ଅନୁରାଗ। ମୃତ ଯୁବକ ଜଣକ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନିଷ ଅନୁରାଗ ବୋଲି ସୂଚନା ମିଳିଛି । ଏ ନେଇ ଆଜି ସକାଳେ ଇନ୍ଫୋସିଟି ଥାନାରେ ଏକ ଅପହରଣ ମାମଲା ରୁଜୁ ହୋଇଥିଲା । ପୁଲିସ ଟିମ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଏହି ମାମଲାରେ ଅଧିକ ତଦନ୍ତ ପାଇଁ ଏକ ଟିମ ଗଠନ ହୋଇଥିବା ନେଇ ଡିସିପି ଉମାସଙ୍କର ଦାସ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

10 Oct 2021 By The Sakala

ରାଜଧାନୀରେ ଚାଞ୍ଚଲ୍ୟ; ପୋଖରୀରେ ଭାସୁଛି ଯୁବକଙ୍କ ମୃତ ଦେହ, ହତ୍ୟା ସନ୍ଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ପାତ୍ରପଡ଼ା ନିକଟରେ ଥିବା ଏକ ପୋଖରୀରୁ ଉଦ୍ଧାର କରାଯାଇଛି ଜଣେ ଯୁବକଙ୍କ ମୃତଦେହ । ପୋଖରୀରେ ଯୁବକଙ୍କ ମୃତଦେହ ଭାସୁଥିବାବେଳେ କିଛି ଲୋକ ଏହାକୁ ଦେଖିଥିଲେ । ପରେ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ପୋଖରିରୁ ମିଳି ଥିବା ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ନାଁ ମନିଷ ଅନୁରାଗ। ମୃତ ଯୁବକ ଜଣକ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନିଷ ଅନୁରାଗ ବୋଲି ସୂଚନା ମିଳିଛି । ଏ ନେଇ ଆଜି ସକାଳେ ଇନ୍ଫୋସିଟି ଥାନାରେ ଏକ ଅପହରଣ ମାମଲା ରୁଜୁ ହୋଇଥିଲା । ପୁଲିସ ଟିମ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ଏହି ମାମଲାରେ ଅଧିକ ତଦନ୍ତ ପାଇଁ ଏକ ଟିମ ଗଠନ ହୋଇଥିବା ନେଇ ଡିସିପି ଉମାସଙ୍କର ଦାସ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର