ବାଙ୍କୀ : ମୁଣ୍ଡଳୀ ମହାନଦୀ ବ୍ରିଜ ଉପରୁ ଜଣେ ଯୁବତୀଙ୍କ ସ୍କୁଟି ଉଦ୍ଧାର । ଯୁବତୀ ଜଣକ ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଯୁବତୀଙ୍କ ଘର ସୁନ୍ଦରପଦା ଅଞ୍ଚଳର ହୋଇଥିବା ବେଳେ ଯୁବତୀ ଜଣକ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜଣାପଡିଛି । ଯୁବତୀ ଜଣକ ମୁଣ୍ଡଳୀ ବ୍ରିଜ ନିକଟରେ ସ୍କୁଟି ଥୋଇ ନିଖୋଜ ହୋଇଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ ପହଁଚି ଯୁବତୀ ଜଣକ ମହାନଦୀକୁ ଡେଇଛନ୍ତି କି କୁଆଡେ ଯାଇଛନ୍ତି ସେ ନେଇ ତଦନ୍ତ ଜାରି ରଖିଛି ।
ମୁଣ୍ଡଳି ବ୍ୟାରେଜ୍ ଉପରେ ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବତୀ !
ବାଙ୍କୀ : ମୁଣ୍ଡଳୀ ମହାନଦୀ ବ୍ରିଜ ଉପରୁ ଜଣେ ଯୁବତୀଙ୍କ ସ୍କୁଟି ଉଦ୍ଧାର । ଯୁବତୀ ଜଣକ ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଯୁବତୀଙ୍କ ଘର ସୁନ୍ଦରପଦା ଅଞ୍ଚଳର ହୋଇଥିବା ବେଳେ ଯୁବତୀ ଜଣକ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ବିଶ୍ୱ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜଣାପଡିଛି । ଯୁବତୀ ଜଣକ ମୁଣ୍ଡଳୀ ବ୍ରିଜ ନିକଟରେ ସ୍କୁଟି ଥୋଇ ନିଖୋଜ ହୋଇଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ ପହଁଚି […]