ରାସ୍ତାରେ କାର ରଖି ମୁଣ୍ଡଳୀ ବ୍ୟାରେଜରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ !

Madhusudan Das Picture
Published On

ବାରଙ୍ଗ: ବ୍ୟାରେଜ ଉପରେ କାର ରଖି ମୁଣ୍ଡଳୀ ବ୍ୟାରେଜରୁ ମହାନଦୀକୁ ଡେଇଁ ପଡ଼ି ଯୁବକ ନିଖୋଜ। ଯୁବକ ଜଣକ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ଶକ୍ତିକାନ୍ତ ସାହୁ ବୋଲି ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାରଙ୍ଗ ଅଗ୍ନିଶମ ବାହିନୀ ପହଞ୍ଚି ମହାନଦୀରେ ଖୋଜାଖୋଜି ଜାରି ରଖିଛି। ତେବେ ଯୁବକ ଜଣକ ମହାନଦୀକୁ ଡେଇଁ ପଡ଼ିଛନ୍ତି ନା ଆଉ କେଉଁ ଆଡେ ଚାଲି ଯାଇଛନ୍ତି ତାହା ଅସ୍ପଷ୍ଟ ରହିଛି। ସେପଟେ ବାରଙ୍ଗ ଥାନା ପୋଲିସ ଓ ଜୋନ ଏସିପି ଶଶିକାନ୍ତ ରାଉତ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ପରିବାର ଲୋକଙ୍କ ସହ ଘଟଣା ବିଷୟରେ ପଚାରି ବୁଝିବା ସହ କାର ଜବତ କରିଛି । କାରରୁ ଏକ ସୁଇସାଇଡ଼ ନୋଟ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର