ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଯୁବକକୁ ହତ୍ୟା ଅଭିଯୋଗ। ବେଗୁନିଆ ଥାନା ଅନ୍ତର୍ଗତ ମାଣିବନ୍ଧ୍ ପଞ୍ଚାୟତ ବଡ ନୟାପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ଯୁବକର ନାମ ଶିବ ନାୟକ ବୋଲି ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଚଳାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସ୍ବାମୀକୁ […]

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଯୁବକକୁ ହତ୍ୟା ଅଭିଯୋଗ। ବେଗୁନିଆ ଥାନା ଅନ୍ତର୍ଗତ ମାଣିବନ୍ଧ୍ ପଞ୍ଚାୟତ ବଡ ନୟାପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ଯୁବକର ନାମ ଶିବ ନାୟକ ବୋଲି ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସ୍ବାମୀକୁ ମାରି ଦେଇଥିବା ନେଇ ଶିବ ନାୟକଙ୍କ ପତ୍ନୀ ଅଭିଯୋଗ କରିଛନ୍ତି । ସେ ଅଭିଯୋଗ କରିଛନ୍ତି କି, ଏଇ ଗାଁର ଲୋକଙ୍କ ସହ ତାଙ୍କ ସ୍ୱାମୀଙ୍କର ପୂର୍ବରୁ ପାଟିତୁଣ୍ଡ ଲାଗି ରହିଥିଲା। କାଲି ବ୍ୟବସାୟରୁ ଫେରିବାବେଳେ ତାଙ୍କୁ ମାରି ଦାଣ୍ଡରେ ପକାଇଛନ୍ତି। ଖବରପାଇ ଖୋର୍ଦ୍ଧା ଏସପି ବି.ଯୁଗଳ କିଶୋର କୁମାର, ଏସିଡିପିଓ ଦିଲ୍ଲୀପ କୁମାର ଦାସ ଏକ ପ୍ଲାଟୁନ ପୋଲିସ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏଇ ଘଟଣାରେ ଅଭିଯୁକ୍ତକୁ ଅଟକ ରଖାଯାଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

10 Mar 2024 By The Sakala

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳରେ ଯୁବକକୁ ହତ୍ୟା ଅଭିଯୋଗ। ବେଗୁନିଆ ଥାନା ଅନ୍ତର୍ଗତ ମାଣିବନ୍ଧ୍ ପଞ୍ଚାୟତ ବଡ ନୟାପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ଯୁବକର ନାମ ଶିବ ନାୟକ ବୋଲି ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଚଳାଇଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସ୍ବାମୀକୁ ମାରି ଦେଇଥିବା ନେଇ ଶିବ ନାୟକଙ୍କ ପତ୍ନୀ ଅଭିଯୋଗ କରିଛନ୍ତି । ସେ ଅଭିଯୋଗ କରିଛନ୍ତି କି, ଏଇ ଗାଁର ଲୋକଙ୍କ ସହ ତାଙ୍କ ସ୍ୱାମୀଙ୍କର ପୂର୍ବରୁ ପାଟିତୁଣ୍ଡ ଲାଗି ରହିଥିଲା। କାଲି ବ୍ୟବସାୟରୁ ଫେରିବାବେଳେ ତାଙ୍କୁ ମାରି ଦାଣ୍ଡରେ ପକାଇଛନ୍ତି। ଖବରପାଇ ଖୋର୍ଦ୍ଧା ଏସପି ବି.ଯୁଗଳ କିଶୋର କୁମାର, ଏସିଡିପିଓ ଦିଲ୍ଲୀପ କୁମାର ଦାସ ଏକ ପ୍ଲାଟୁନ ପୋଲିସ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଏଇ ଘଟଣାରେ ଅଭିଯୁକ୍ତକୁ ଅଟକ ରଖାଯାଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର