କେଲୁଅ ନଦୀରେ ବୁଡି ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

The Sakala Picture
Published On

ଚଣ୍ଡିଖୋଲ: କେଲୁଅ ନଦୀରେ ବୁଡି ଯୁବକ ନିଖୋଜ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଦେଉଦା ପଂଚାୟତ ଦେଇ ଯାଇଥିବା ବ୍ରାହ୍ମଣୀ ଶାଖା କେଲୁଅ ନଦୀରେ ଗାଧୋଇ ଯାଇଥିବା ସମୟରେ ଯୁବକ ନିଖୋଜ ହୋଇଯାଇଛନ୍ତି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ନିଖୋଜ ଯୁବକ ଜଣକ ହେଉଛନ୍ତି ରାହୁଲ ବିଶ୍ୱାଳ(୨୦) । ଆଜି ଦିନ ୨ଟା ସମୟରେ ନଦୀକୁ ଗାଧୋଇବାକୁ ଯିବା ସମୟରେ ହଠାତ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ […]

ଚଣ୍ଡିଖୋଲ: କେଲୁଅ ନଦୀରେ ବୁଡି ଯୁବକ ନିଖୋଜ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଦେଉଦା ପଂଚାୟତ ଦେଇ ଯାଇଥିବା ବ୍ରାହ୍ମଣୀ ଶାଖା କେଲୁଅ ନଦୀରେ ଗାଧୋଇ ଯାଇଥିବା ସମୟରେ ଯୁବକ ନିଖୋଜ ହୋଇଯାଇଛନ୍ତି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ନିଖୋଜ ଯୁବକ ଜଣକ ହେଉଛନ୍ତି ରାହୁଲ ବିଶ୍ୱାଳ(୨୦) । ଆଜି ଦିନ ୨ଟା ସମୟରେ ନଦୀକୁ ଗାଧୋଇବାକୁ ଯିବା ସମୟରେ ହଠାତ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ନଦୀରେ ପଶି ବହୁ ଖୋଜାଖୋଜି କରିଥିଲେ ହେଁ ଯୁବକକୁ ଠାବ କରିବାରେ ବିଫଳ ହୋଇଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର