ମହାଦେବଙ୍କ ପ୍ରିୟ ପୁଷ୍ପ

The Sakala Picture
Published On

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭ କାମ, ପୂଜାପାଠରେ ଫୁଲ ବ୍ୟବହାର କରାଯାଏ। ବିଭିନ୍ନ ଦେବଦେବୀଙ୍କୁ ଭିନ୍ନ ଭିନ୍ନ ପୁଷ୍ପ ଅର୍ପଣ କରାଯାଏ। ଏହିକ୍ରମରେ ମହାଦେବଙ୍କୁ କେଉଁ ଫୁଲ ଅର୍ପଣ କଲେ ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା। ଦୁଦୁରା ଶିବଲିଙ୍ଗରେ ନିୟମିତ ଦୁଦୁରା ଫୁଲ ସହ ବେଲପତ୍ର ଓ ଦୂବ ଅର୍ପଣ କଲେ ଧନପ୍ରାପ୍ତି ହୋଇଥାଏ। ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ମହାଦେବଙ୍କୁ ଏହି ଫୁଲ ଅର୍ପଣ କଲେ ମନୋକାମନା ପୂର୍ଣ୍ଣ ହୋଇଥାଏ। ଅରଖ ଅରଖ ଫୁଲ ଅର୍ପଣ କରିବା […]

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭ କାମ, ପୂଜାପାଠରେ ଫୁଲ ବ୍ୟବହାର କରାଯାଏ। ବିଭିନ୍ନ ଦେବଦେବୀଙ୍କୁ ଭିନ୍ନ ଭିନ୍ନ ପୁଷ୍ପ ଅର୍ପଣ କରାଯାଏ। ଏହିକ୍ରମରେ ମହାଦେବଙ୍କୁ କେଉଁ ଫୁଲ ଅର୍ପଣ କଲେ ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା।

ଆହୁରି ପଢ଼ନ୍ତୁ: ଶୋଇବା ସମୟରେ କେଉଁ ଦିଗରେ ରହିବା ଉଚିତ୍ ମୁଣ୍ଡ? ଜାଣନ୍ତୁ ସଠିକ୍ ନିୟମ

ଦୁଦୁରା
ଶିବଲିଙ୍ଗରେ ନିୟମିତ ଦୁଦୁରା ଫୁଲ ସହ ବେଲପତ୍ର ଓ ଦୂବ ଅର୍ପଣ କଲେ ଧନପ୍ରାପ୍ତି ହୋଇଥାଏ। ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ମହାଦେବଙ୍କୁ ଏହି ଫୁଲ ଅର୍ପଣ କଲେ ମନୋକାମନା ପୂର୍ଣ୍ଣ ହୋଇଥାଏ।
ଅରଖ
ଅରଖ ଫୁଲ ଅର୍ପଣ କରିବା ଦ୍ୱାରା କର୍ମ କ୍ଷେତ୍ରରେ ସଫଳତା ମଳିବା ସହ, ଆର୍ଥିକ ଉନ୍ନତି ଘଟିଥାଏ । ବିଦ୍ୟାର୍ଥୀମାନେ ଶିବଲିଙ୍ଗରେ ଅରଖ ଫୁଲ ଅର୍ପଣ କଲେ ବିଦ୍ୟା କ୍ଷେତ୍ରରେ ଉନ୍ନତି ହୋଇଥାଏ। ଯେଉଁ ବ୍ୟକ୍ତି ନିୟମିତ ଅରଖ ଫୁଲ ଅର୍ପଣ କରେ, ତା’ର ମୃତ୍ୟୁପରେ ତାକୁ ଶିବଲୋକ ପ୍ରାପ୍ତ ହୋଇଥାଏ ବୋଲି କୁହାଯାଏ।
କନିଅର
ଏହି ଫୁଲ ଭଗବାନ ଶିବଙ୍କର ଖୁବ ପ୍ରିୟ ଅଟେ। ଏହାକୁ ନିୟମିତ ଅର୍ପଣ କଲେ ନିଜ ଇଚ୍ଛା ଅନୁଯାୟୀ ଭଲ ଜୀବନ ସାଥୀ ପ୍ରାପ୍ତି ହୋଇଥାଏ। ଶିବପୁରାଣରେ ଏହି ଫୁଲର ବିଶେଷତ୍ବ ବର୍ଣ୍ଣନା କରାଯାଇଛି। ଶାସ୍ତ୍ରରେ କୁହାଯାଇଛି ଯେ, ଏକଲକ୍ଷ କନିଅର ଫୁଲ ଶିବଙ୍କୁ ଅର୍ପଣକଲେ ସମସ୍ତ ରୋଗ ଓ ଶୋକ ନାଶ ହୋଇଥାଏ।
ଅଗସ୍ତି
ଏହାକୁ ଅର୍ପଣ କଲେ ସମାଜରେ ମାନସମ୍ମାନ ଓ ଖ୍ୟାତି ପ୍ରାପ୍ତି ହୋଇଥାଏ। ଯେଉଁ ବ୍ୟକ୍ତି ଅଗସ୍ତି ଫୁଲ ମହାଦେବଙ୍କୁ ଅପର୍ଣ କରେ, ସେ ଶ୍ରୀହରିଙ୍କ ମଧ୍ୟ ପ୍ରିୟ ହୋଇଥାଏ।
ସେଫାଳି
ଭଗବାନ ଶିବଙ୍କୁ ସେଫାଳି ଅର୍ପଣ କଲେ ମାନସିକ ଶାନ୍ତି ମିଳିବା ସହ ଜୀବନରେ ଥିବା ସମସ୍ତ କଷ୍ଟ ଦୂର ହୋଇଥାଏ। ମହାଦେବଙ୍କୁ ଏହି ଫୁଲ ଅତ୍ୟନ୍ତ ପ୍ରିୟ, ତେଣୁ ଏହାକୁ ଅର୍ପଣ କଲେ ମୋକ୍ଷପ୍ରାପ୍ତି ହୋଇଥାଏ।

19 Sep 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp