ଓଜନ ନିୟନ୍ତ୍ରଣକାରୀ ଧନିଆ: ଚର୍ବି କମାଇବାରେ ମୁଖ୍ୟ ଭୂମିକା ନିଭାଇଥାଏ

Madhusudan Das Picture
Published On

ଧନିଆ ମସଲା ଭାବେ ବ୍ୟବହାର ହୁଏ। ତରକାରି ହେଉ କି ସାଲାଡରେ ଧନିଆ ପତ୍ର ବ୍ୟବହାର କରାଯାଏ। ଧନିଆପତ୍ର ଓ ଏବଂ ମଞ୍ଜିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ଔଷଧୀୟ ଗୁଣ ରହିଛି।  ଏହା ନାନା ରୋଗ ଦୂର କରେ। ଓଜନ ନିୟନ୍ତ୍ରଣ ପାଇଁ ଧନିଆ ଏକ ପ୍ରଭାବୀ ବିକଳ୍ପ। 

ଆହୁରି ପଢ଼ନ୍ତୁ: ଘର ଓଳାଇବାର ସଠିକ୍ ସମୟ ଜାଣନ୍ତୁ, ନଚେତ୍ ଏହି ୩ଟି ଭୁଲ୍ ଆପଣଙ୍କୁ କରିଦେବ କାଙ୍ଗାଳ!

ଧନିଆରେ ଆଣ୍ଟିଅକ୍ସିଡାଣ୍ଟ ଥିବାରୁ ନିୟମିତ ଏହାକୁ ଖାଇଲେ ଶରୀରରୁ ବିଷାକ୍ତ ତତ୍ତ୍ବ ବାହାରିଯାଏ। ଏଥିରେ ଥିବା ଫାଇବର ଯୋଗୁଁ କମ୍‌ ଭୋକ ଲାଗେ। ଚର୍ବି କମାଇବାରେ ମୁଖ୍ୟ ଭୂମିକା ନିଭାଇଥାଏ। ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ ପାଚନତନ୍ତ୍ରକୁ  ସକ୍ରିୟ ରଖେ ଧନିଆ।  ତେଣୁ ଏକ ଗ୍ଲାସ ପାଣିରେ ଧନିଆ ପତ୍ର କିମ୍ବା ମଞ୍ଜିକୁ ଧୋଇ ରାତିସାରା ଭିଜାଇ ସକାଳୁ ଖାଲି ପେଟରେ ତାହାକୁ ଛାଣି ପିଇ ପାରିବେ। 

ଆହୁରି ପଢ଼ନ୍ତୁ: ରୁଟିକୁ ନେଇ ବାସ୍ତୁ ନିୟମ: ଭୁଲରେ ବି କରନ୍ତୁ ନାହିଁ ଏହି କାମ, ଘରକୁ ଆସିପାରେ ଦରିଦ୍ରତା

ଆଣ୍ଠୁଗଣ୍ଠିଜନିତ ସମସ୍ୟା ଥିଲେ ଧନିଆ ବହୁତ ଉପକାରୀ। ହୃଦୟକୁ ସୁସ୍ଥ ରଖିବାରେ ଏହା ସାହାଯ୍ୟ କରେ। ଧନିଆ ସେବନ ଦ୍ବାରା କୋଲେଷ୍ଟ୍ରଲ ଓ  ରକ୍ତ ଶର୍କରା ନିୟନ୍ତ୍ରଣରେ ରୁହେ। ଦୃଷ୍ଟିଶକ୍ତି ପାଇଁ ଏହା ବହୁତ ଭଲ।  ତେଣୁ ଧନିଆ ଚଟଣୀ, ସାଲାଡ଼ରେ ଧନିଆ ପତ୍ର ଆଦି ଖାଇବା ହିତକର। 

26 Oct 2025 By Madhusudan Das

ଓଜନ ନିୟନ୍ତ୍ରଣକାରୀ ଧନିଆ: ଚର୍ବି କମାଇବାରେ ମୁଖ୍ୟ ଭୂମିକା ନିଭାଇଥାଏ

ଧନିଆ ମସଲା ଭାବେ ବ୍ୟବହାର ହୁଏ। ତରକାରି ହେଉ କି ସାଲାଡରେ ଧନିଆ ପତ୍ର ବ୍ୟବହାର କରାଯାଏ। ଧନିଆପତ୍ର ଓ ଏବଂ ମଞ୍ଜିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ଔଷଧୀୟ ଗୁଣ ରହିଛି।  ଏହା ନାନା ରୋଗ ଦୂର କରେ। ଓଜନ ନିୟନ୍ତ୍ରଣ ପାଇଁ ଧନିଆ ଏକ ପ୍ରଭାବୀ ବିକଳ୍ପ। 

ଧନିଆରେ ଆଣ୍ଟିଅକ୍ସିଡାଣ୍ଟ ଥିବାରୁ ନିୟମିତ ଏହାକୁ ଖାଇଲେ ଶରୀରରୁ ବିଷାକ୍ତ ତତ୍ତ୍ବ ବାହାରିଯାଏ। ଏଥିରେ ଥିବା ଫାଇବର ଯୋଗୁଁ କମ୍‌ ଭୋକ ଲାଗେ। ଚର୍ବି କମାଇବାରେ ମୁଖ୍ୟ ଭୂମିକା ନିଭାଇଥାଏ। ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ ପାଚନତନ୍ତ୍ରକୁ  ସକ୍ରିୟ ରଖେ ଧନିଆ।  ତେଣୁ ଏକ ଗ୍ଲାସ ପାଣିରେ ଧନିଆ ପତ୍ର କିମ୍ବା ମଞ୍ଜିକୁ ଧୋଇ ରାତିସାରା ଭିଜାଇ ସକାଳୁ ଖାଲି ପେଟରେ ତାହାକୁ ଛାଣି ପିଇ ପାରିବେ। 

ଆଣ୍ଠୁଗଣ୍ଠିଜନିତ ସମସ୍ୟା ଥିଲେ ଧନିଆ ବହୁତ ଉପକାରୀ। ହୃଦୟକୁ ସୁସ୍ଥ ରଖିବାରେ ଏହା ସାହାଯ୍ୟ କରେ। ଧନିଆ ସେବନ ଦ୍ବାରା କୋଲେଷ୍ଟ୍ରଲ ଓ  ରକ୍ତ ଶର୍କରା ନିୟନ୍ତ୍ରଣରେ ରୁହେ। ଦୃଷ୍ଟିଶକ୍ତି ପାଇଁ ଏହା ବହୁତ ଭଲ।  ତେଣୁ ଧନିଆ ଚଟଣୀ, ସାଲାଡ଼ରେ ଧନିଆ ପତ୍ର ଆଦି ଖାଇବା ହିତକର। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp