ଆର୍ଥିକ ସମସ୍ୟାକୁ ଦୂରକରେ ଦର୍ପଣ

The Sakala Picture
Published On

ଦର୍ପଣ ଆମର ଦୈନନ୍ଦିନ ଜୀବନରେ କାମରେ ଲାଗୁଥିବା ଏକ ମହତ୍ତ୍ୱପୂର୍ଣ୍ଣ ବସ୍ତୁ ଅଟେ । ବାସ୍ତୁଶାସ୍ତ୍ର ଅନୁସାରେ, ଦର୍ପଣ ଘରେ ସକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ବହନ କରିଥାଏ । ଦର୍ପଣର ଏପରି କିଛି ଲାଭ ମଧ୍ୟ ରହିଛି, ଯାହା ଦ୍ୱାରା ଜଣେ ନିଜ ଘରେ ଧନ, ପ୍ରସନ୍ନତା ତଥା ଖୁସିକୁ ବୃଦ୍ଧି କରିପାରିବେ। ଏଥିପାଇଁ ବାସ୍ତୁ ଶାସ୍ତ୍ରରେ ଏହାର ଠିକ୍‌ ଭୁଲ୍ ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଛି । ଭୁଲ୍ ଦିଗ କିମ୍ବା […]

ଦର୍ପଣ ଆମର ଦୈନନ୍ଦିନ ଜୀବନରେ କାମରେ ଲାଗୁଥିବା ଏକ ମହତ୍ତ୍ୱପୂର୍ଣ୍ଣ ବସ୍ତୁ ଅଟେ । ବାସ୍ତୁଶାସ୍ତ୍ର ଅନୁସାରେ, ଦର୍ପଣ ଘରେ ସକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ବହନ କରିଥାଏ । ଦର୍ପଣର ଏପରି କିଛି ଲାଭ ମଧ୍ୟ ରହିଛି, ଯାହା ଦ୍ୱାରା ଜଣେ ନିଜ ଘରେ ଧନ, ପ୍ରସନ୍ନତା ତଥା ଖୁସିକୁ ବୃଦ୍ଧି କରିପାରିବେ। ଏଥିପାଇଁ ବାସ୍ତୁ ଶାସ୍ତ୍ରରେ ଏହାର ଠିକ୍‌ ଭୁଲ୍ ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଛି । ଭୁଲ୍ ଦିଗ କିମ୍ବା ଭୁଲ୍ ଆକୃତିର ଦର୍ପଣ ଅସୁବିଧାର କାରଣ ହୋଇପାରେ। ତେବେ ଆସନ୍ତୁ ଜାଣିବା, ଦର୍ପଣ ଦ୍ବାରା କିପରି ଦୂର କରି ହେବ ଆର୍ଥିକ ସମସ୍ୟା

ଆହୁରି ପଢ଼ନ୍ତୁ: ସ୍କିନକେୟାର ପ୍ରଡକ୍ଟ ସହ୍ୟ କରିପାରୁନି ଏକ ତୃତୀୟାଂଶ ଭାରତୀୟଙ୍କ ତ୍ୱଚା: ଡର୍ମାଟୋଲୋଜିଷ୍ଟ ଦେଲେ ସତର୍କ ସୂଚନା

. ଯେଉଁମାନେ ଧାରକରଜ ମଧ୍ୟରେ ଛନ୍ଦି ହୋଇ ରହୁଛନ୍ତି, ସେମାନେ ଡାଇନିଂ ଟେବୁଲ୍‌ ସାମ୍ନାରେ ଦର୍ପଣ ଲଗାଇବା ଉଚିତ। ତେବେ ଦର୍ପଣକୁ ଏପରି ଲଗାଇବା ଉଚିତ ଯେଉଁଥିରେ ଡାଇନିଂ ଟେବୁଲ୍‌ ସଂପୂର୍ଣ୍ଣ ଭାବେ           ଦେଖାଯାଉଥିବ। ଏପରି କରିବା ଦ୍ବାରା ଜୀବନ ଧନଧାନ୍ୟରେ ପୂରି ଉଠେ ବୋଲି କୁହାଯାଏ।

ଆହୁରି ପଢ଼ନ୍ତୁ: ବର୍ଷା ଜଳ କ'ଣ ଆପଣଙ୍କ ତ୍ୱଚାର କ୍ଷତି କରି ବ୍ରଣ ସୃଷ୍ଟି କରିପାରେ? ଜାଣନ୍ତୁ ଚର୍ମରୋଗ ବିଶେଷଜ୍ଞଙ୍କ ମତ

. ବାସ୍ତୁ ଅନୁସାରେ ଘରର ମୁଖ୍ୟଦ୍ବାର ସମ୍ମୁଖରେ ଦର୍ପଣ ରଖୀବା ଅନୁଚିତ। ଏହାଦ୍ବାରା ପରିବାର ସଦସ୍ୟଙ୍କ ମଧ୍ୟରେ ସମସ୍ୟା ବଢ଼ିଥାଏ।

ଆହୁରି ପଢ଼ନ୍ତୁ: ଏକ ସୁସ୍ଥ ଜୀବନଶୈଳୀ ଥାଇ ମଧ୍ୟ ଖରାପ ନିଦ୍ରା ହୃଦୟର କ୍ଷତି କରିପାରେ କି? ଜାଣନ୍ତୁ କାର୍ଡିଓଲୋଜିଷ୍ଟଙ୍କ ମତ

. ଘରର ଉତ୍ତର- ପୂର୍ବ ଦିଗରେ ଥିବା କାନ୍ଥରେ ଦର୍ପଣ ଲଗାଇବା ଉଚିତ। ଯେଉଁମାନଙ୍କ ବ୍ୟବସାୟରେ କ୍ଷତି ହେଉଛି, ସେମାନେ ଏହି ଦିଗରେ ଦର୍ପଣ ଲଗାଇବା ଉଚିତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp