ମାଲକାନଗିରି
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ବିସ୍ଫୋରକ ସହିତ ୩ ମାଓବାଦୀ ଗିରଫ
Published On
By The Sakala
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ସୁକମାରେ ମାଓ ବିରୋଧୀ ଅଭିଯାନବେଳେ ଚିନ୍ତାଗୁଫା ଥାନା ଅଞ୍ଚଳରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି। ଜିଲ୍ଲା ପୁଲିସ ଓ CRPF ପକ୍ଷରୁ ଜାରି ରହିଛି ଅଭିଯାନ। ପେଣ୍ଟାପାଦ ଗ୍ରାମ ନିକଟରେ ୩ଜଣ ନକ୍ସଲଙ୍କୁ ବିସ୍ଫୋରକ ସହିତ ଗିରଫ କରିଥିଲେ ଯବାନ। ଗିରଫ ମାଓବାଦୀମାନେ ହେଲେ ପୋଡିୟମ ଜୋଗା, ମାଡଭି ମାସା, ପୋଜ୍ଜା ମାଡଭି। ସେମାନଙ୍କ ନିକଟରୁ ପ୍ରାୟ ୩ କିଲୋଗ୍ରାମ ଓଜନର ଗୋଟିଏ ଟିଫିନ୍ ବୋମା, ୫ଟି […]
ମଝି ନଈରୁ ହେଲିକପ୍ଟର ଯୋଗେ ଉଦ୍ଧାର ହେଲେ ଯୁବକ …
Published On
By The Sakala
ମାଲକାନଗିରି: ମଝି ନଈରୁ ହେଲିକପ୍ଟର ଯୋଗେ ଉଦ୍ଧାର ହେଲେ ଯୁବକ। ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟସ୍ଥ ସବେରୀ ନଦୀରେ ଫସିଥିଲେ ଯୁବକ। ଗତ ୨୪ ଘଣ୍ଟା ଧରି ଯୁବକ ନଦୀ ମଝିରେ ଫସି ରହିଥିଲା। ହେଲିକପ୍ଟର ଯୋଗେ ଉଦ୍ଧାର ହେଲେ ଯୁବକ। ଆଜି ସକାଳୁ ସ୍ଥାନୀୟଲୋକେ ଖବର ପାଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ମାଲକାନଗିରି ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ଛତିଶଗଡ଼ର ସୁକମା ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ। ନଦୀରେ ପାଣିର ସ୍ରୋତ ପ୍ରଖର […]
କାଲିମେଳା-ଲଗାଣ ବର୍ଷା: ବୁଡ଼ିଲା ଏମ୍.ଭି-୯୬ ପୋଲ, ଯାତାୟାତ ଠପ୍
Published On
By The Sakala
କାଲିମେଳା: କାଲିମେଳା-ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ପୋଲ। ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛୁ। ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଗାଡ଼ି ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ହେଉଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି। ଅନ୍ୟପଟେ, ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। […]
ମାଲକାନଗିରିରେ ପୁଣି ଲଜ୍ଜା : ମାମୁଁ ଘରେ ଛାଡିଦେବେ କହି ନାବାଳିକାଙ୍କୁ ଦୁଷ୍କର୍ମ କଲେ ବାଇକ୍ ଚାଳକ
Published On
By The Sakala
କୋରୁକୋଣ୍ଡା, : ମାଲକାନଗିରି ଜିଲ୍ଲା ଓରକେଲ ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛି। ଲିପ୍ଟ ଦେବା ବାହାନାରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାନୁଯାୟୀ, ନାବାଳିକା ଜଣକ ଗତ ବର୍ଷ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ମାମୁଁ ଘର କୁଡୁମୁଲୁଗୁମ୍ମା ଫାଣ୍ଡି ଅଞ୍ଚଳରେ ରହୁଥିଲେ। ଗତ ୨୦ ତାରିଖ ଦିନ ନିଜ ଘରକୁ ଆସି ପୁଣି ମାମୁଁ ଘରକୁ ଯାଉଥିବା ବେଳେ […]
ସୀମାନ୍ତରେ ପୁଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ମାଓବାଦୀ ନିହତ
Published On
By The Sakala
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲା କୁକାନାର ଥାନା ଅଂଚଳରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇଜଣ ମାଓବାଦୀ ମୃତ୍ୟୁ ହୋଇଥିବାସୂଚନା ମିଳିଛିା ସୁଚନା ଅନୁଯାୟୀ ଗତ ଦୁଇଦିନ ପୂର୍ବେ ଏ.ଏସ୍.ପି. ଆକାଶ ରାଓ ଗିରପୁଂଜେ ଆଇଡି ବିସ୍ପୋରଣରେ ସହୀଦ ହୋଇଥିବା ବେଳେ ଏହାର ଜବାବରେ ଡିଆରଜି ବାହିନୀ କୁକାନାର ଥାନା ଅଂଚଳରେ କୁମ୍ବିଂ ଅପରେସନ ଆରମ୍ଭ କରିଛନ୍ତିା ଏହି କୁମ୍ବିଂ ଅପରେସନ ସମୟରେ ମାଓବାଦୀ ମାନେ ଜବାନ […]
ଆଉ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଭାସ୍କର ନିହତ
Published On
By The Sakala
ମାଲକାନଗିରି: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗତ ତିନିଦିନ ଧରି ପୋଲିସ ଓ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଉକ୍ତ ଅଞ୍ଚଳରେ ୪ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଏସ୍.ପି. ସୁନ୍ଦରରାଜ ପି ଦେଇଥିବା ସୂଚନାନୁଯାୟୀ, ବିଜାପୁର ଜିଲାର ଜାତୀୟ ପାର୍କ ଜଙ୍ଗଲରେ ବଡ଼ବଡ଼ ମାଓବାଦୀ ନେତାମାନେ ଲୁଚି ରହିଥିବା ଗୋଇନ୍ଦା ସୂତ୍ରରୁ ଖବର ପାଇଲା ପରେ ଗତ ଦୁଇଦିନ ଧରି ଉକ୍ତ ଅଞ୍ଚଳରେ ଡିଆରଜି, ଏସ୍ଟିଏଫ୍ ଯବାନମାନେ ଅପରେଶନ […]
ଭାରସାମ୍ୟ ହରାଇ ବିଜାଘାଟିରେ ଓଲଟିଲା ବସ୍, ୩୦ରୁ ଅଧିକ ଯାତ୍ରୀ ଆହତ
Published On
By The Sakala
ମାଲକାନଗିରି : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍। ମାଲକାନଗିରିର ବିଜାଘାଟିରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଦୁର୍ଘଟଣା ହୋଇଥିବା ଜଣାପଡିଛି। ଆଜି ସକାଳେ ହାଇଦ୍ରାବାଦରୁ ବଲାଙ୍ଗୀର ଯାଉଥିବା ଏକ ବସ୍ ଭାରସାମ୍ୟ ହରାଇ ବିଜାଘାଟିରେ ଓଲଟିଯାଇଥିଲା। ଯାହା ଫଳରେ ବସ୍ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଦ୍ବାରା ବସ୍ରେ ଥିବା ଯାତ୍ରୀଙ୍କୁ ଉଦ୍ଧାର କରୁଥିବା ବେଳେ ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର […]
ସୀମାନ୍ତରେ ମାଓବାଦୀ ଖଞ୍ଜିଥିବା ଆଇଡି ବୋମା ବିସ୍ଫୋରଣ, ନାବାଳକ ସମେତ ୩ ଗୁରୁତର
Published On
By The Sakala
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓବାଦୀଙ୍କ ଦ୍ଵାରା ଖଞ୍ଜା ଯାଇଥିବା ଆଇଡି ବୋମା ବିସ୍ଫୋରଣ ଯୋଗୁଁ ୩ ଜଣ ଗ୍ରାମବାସୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ତେବେ ଆହତଙ୍କ ମଧ୍ୟରେ ଜଣେ ନାବାଳକ ରହିଥିବା ବେଳେ ସମସ୍ତଙ୍କ ଚିକିତ୍ସା ଜାରି ରହିଛି। ସୂଚନା ଅନୁଯାୟୀ ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ମଦେଡ ଥାନା ଅନ୍ତର୍ଗତ ବନ୍ଦେପାରା ଅଂଚଳରେ ମାଓବାଦୀ ମାନେ ଯବାନଙ୍କୁ ଟାର୍ଗେଟ କରି ଆଇଡି ବୋମା ଖଞ୍ଜିଥିଲେ। ତେବେ ସେହି ଅଞ୍ଚଳରେ ଏରାଗୁପା […]
୨୪ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
Published On
By The Sakala
ମାଲକାନଗିରି: ୨୪ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ପୂର୍ବ ବସ୍ତର ଡିଭିଜନର ଭୈରମଗଡ଼ ଏରିଆ କମିଟିର ୨୪ ହାର୍ଡକୋର ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଆସାମ, AOB ଡିଭିଜନ PLGA ସଦସ୍ୟ, ପାର୍ଟି ମେମ୍ବର ଭଳି ହାର୍ଡକୋର ମାଓବାଦୀ ରହିଛନ୍ତି । ସେମାନଙ୍କ ନାଁରେ ୨୮ ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଥିଲା । ସୁରକ୍ଷାକର୍ମୀଙ୍କ କଡ଼ା ସୁରକ୍ଷା ସହ ମାଓ […]
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୧୫ ମାଓବାଦୀ ନିହତ…
Published On
By The Sakala
ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୫ ଜଣ ମାଓବାଦୀ ନିହତ। ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଏନକାଣ୍ଟର ପରେ ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ ଉପରେ ମାଓବାଦୀ ମାନେ ଏକ କ୍ୟାମ୍ପକରି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଡିଆରଜି ଓ […]
ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସକୁ ଆଉ ଏକ ସଫଳତା: ୬୪ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
Published On
By The Sakala
ମାଲକାନଗିରି: ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା ଥିବା ବେଳେ ୪୮ ପୁରୁଷ ରହିଛନ୍ତି। ଏ ସମସ୍ତ ମାଓବାଦୀ ସଂଗଠନର ଜନ ମିଲିସିଆ, ଡିଭିସିଏମ୍, ଏସିଏମ୍, ପାର୍ଟି ମେମ୍ବର, ପିପିସିଏମ କ୍ୟାଡରରେ କାର୍ଯ୍ୟ କରୁଥିଲେ। ସଂଗଠନର ହିଡମା ଓ ଦେବା ଭଳି ବଡ ବଡ […]
ପୋଲାଭରମ ବୁଡ଼ାଇବ ମାଲକାନଗିରି, ଆଜି ମୋଟୁରେ ‘ଜନଗର୍ଜନ’
Published On
By The Sakala
ମାଲକାନଗିରି: ପୋଲାଭରମ୍ ଷଡ଼ଯନ୍ତ୍ର ବିରୋଧରେ ଆଜି ଗର୍ଜିବ ଓଡିଶା। ରାଜ୍ୟରୁ ୨୦ ବିଜେପି ସାଂସଦ ନେବା ସତ୍ତ୍ବେ କାହିଁକି ଓଡ଼ିଶା ପ୍ରତି କେନ୍ଦ୍ର ସରକାର ଅବିଚାର କରିଛନ୍ତି, ତାହାର ଜବାବ୍ ମାଗିବେ ପୋଲାଭରମ୍ କ୍ରିୟାନୁଷ୍ଠାନ କମିଟି ଏବଂ ବିଜୁ ଜନତା ଦଳ। ଏନେଇ ଶୁକ୍ରବାର ମୋଟୁ ଅଞ୍ଚଳରେ କମିଟି ଓ ବିଜେଡି ତରଫରୁ ଗଣଆନ୍ଦୋଳନ ଡାକରା ଦିଆଯାଇଛି। ଏଥିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ବିଭିନ୍ନ ଦଳୀୟ ନେତୃମଣ୍ଡଳୀ ଓ ୫୦୦୦ରୁ ଊର୍ଦ୍ଧ୍ବ ଜନସାଧାରଣ ସାମିଲ ହେବେ। ରାଜ୍ୟ […]