ଛତିଶଗଡ଼: ଛତିଶଗଡ଼ ବିଜାପୁର ଜିଲ୍ଲା ବନ୍ଦେପରା ଜଙ୍ଗଲରେ ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିବା ଜଣାପଡ଼ିଛି । ଏହି ଏନକାଉଣ୍ଟରରେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରୁ ଗୋଟିଏ ଏକେ-୪୭ ବନ୍ଧୁକ ଜବତ କରାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ଯବାନଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଛତିଶଗଡ ବସ୍ତର ରେଞ୍ଜର ଆଇଜି ପି. ସୁନ୍ଦରାଜ ।
ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ: ଜଣେ ନକ୍ସଲ ନିହତ, ବନ୍ଧୁକ ଜବତ