କୂଅକୁ ଭ୍ୟାନ ଖସି ୧୦ ଜଣଙ୍କର ମୃତ୍ୟୁ…

ଭୋପାଲ: କୂଅକୁ ଭ୍ୟାନ ଖସିବାରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟପ୍ରଦେଶରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏମପିର ମନ୍ଦସୋର ଜିଲ୍ଲାରେ ୧୩ଜଣଙ୍କୁ ନେଇ ଯାଉଥିବା ଏକ ଭ୍ୟାନ ଏକ କୂଅରେ ଖସି ପଡ଼ିବାରୁ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ୧୦ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୪ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି ।

About The Author: The Sakala