ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ଼ ବର୍ଷରେ ମିଳିବ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି

The Sakala Picture
Published On

ନୂଆଦିଲ୍ଲୀ: ବେରୋଜଗାର ପ୍ରସଙ୍ଗରେ ବିରୋଧୀ ଦଳ କ୍ରମାଗତ ଭାବରେ ବିଜେପିକୁ ଘେରୁଥିବା ବେଳେ ଲୋକଙ୍କୁ ସରକାରୀ ଚାକିରି ଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦେର ମୋଦୀ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ଦେଢ଼ ବର୍ଷରେ ୧୦ ଲକ୍ଷ ଚାକିରି ଦିଆଯିବ। ପ୍ରଧାନମନ୍ତ୍ରୀ ସମସ୍ତ ବିଭାଗ ଏବଂ ମନ୍ତ୍ରଣାଳୟର ସମୀକ୍ଷା କରିଛନ୍ତି।  ମିଶନ ମୋଡରେ ଚାକିରି ଦେବା ପାଇଁ ପିଏମ ମୋଦି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଫିସିଆଲ ଟ୍ବିଟର ହ୍ୟାଣ୍ଡେଲରେ  ଏ ନେଇ ସୂଚନା ଦିଆଯାଇଛି। PM @narendramodi reviewed […]

ନୂଆଦିଲ୍ଲୀ: ବେରୋଜଗାର ପ୍ରସଙ୍ଗରେ ବିରୋଧୀ ଦଳ କ୍ରମାଗତ ଭାବରେ ବିଜେପିକୁ ଘେରୁଥିବା ବେଳେ ଲୋକଙ୍କୁ ସରକାରୀ ଚାକିରି ଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦେର ମୋଦୀ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ଦେଢ଼ ବର୍ଷରେ ୧୦ ଲକ୍ଷ ଚାକିରି ଦିଆଯିବ। ପ୍ରଧାନମନ୍ତ୍ରୀ ସମସ୍ତ ବିଭାଗ ଏବଂ ମନ୍ତ୍ରଣାଳୟର ସମୀକ୍ଷା କରିଛନ୍ତି।  ମିଶନ ମୋଡରେ ଚାକିରି ଦେବା ପାଇଁ ପିଏମ ମୋଦି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଫିସିଆଲ ଟ୍ବିଟର ହ୍ୟାଣ୍ଡେଲରେ  ଏ ନେଇ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ


ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଘୋଷଣା  ଦେଶରେ ବେକାରୀ ସମସ୍ୟା ଦୂର କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର