ଛତିଶଗଡରେ ମୋରମ ଖଣିକୁ ଖସିଲା ବସ୍: ୧୨ ମୃତ, ୨୦ରୁ ଉର୍ଦ୍ଧ୍ବ ଗୁରୁତର
ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି। ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଉକ୍ତ ବସରେ […]
ରାୟପୁର: ଛତିଶଗଡ଼ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ଦୁର୍ଘଟଣା । ଗତ ରାତିରେ ଭାରସାମ୍ୟ ହରାଇ ଏକ ବସ୍ ୪୦ ଫୁଟ୍ ତଳ ମୋରମ ଖଣିକୁ ଖସି ପଡ଼ିଛି । ଏଥିରେ ୧୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଉକ୍ତ ବସରେ ମୋଟ ୩୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ପ୍ରଥମେ ସ୍ଥାନୀୟ ଲୋକେ ଆସି ପୋଲିସକୁ ଖବର ଦେଇଥିଲେ । ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲକୁ ପଠାଇଥିଲେ ।ବିଳମ୍ବିତ ରାତି ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।