ଇନ୍ଦୋରରେ ରାମ ମନ୍ଦିରର କୂଅ ଛାତ ଭୁଶୁଡିବା ଘଟଣା: ୧୩ ମୃତ, ୧୦ ଉଦ୍ଧାର

The Sakala Picture
Published On

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରଠାରେ ପବିତ୍ର ରାମନବମୀ ଅବସରରେ ବଡ ଦୁର୍ଘଟଣା ଘଟିଛି । ଆଜି ସ୍ନେହା ନଗର ଅଞ୍ଚଳରେ ଥିବା ଶ୍ରୀ ବାଲେଶ୍ୱର ମନ୍ଦିରରେ ଅଭାବନୀୟ ଘଟଣା ଘଟିଥିଲା। ରାମନବମୀ ପାଇଁ ପୂଜା ଚାଲିଥିବା ବେଳେ ମନ୍ଦିରର ଭୂତଳ କୂଅର ଛାତ ଭୁଶୁଡି ପଡ଼ିବାରୁ ପ୍ରାୟ ୨୩ଜଣ ତଳକୁ ଖସିପଡ଼ିଥିଲେ। ଏହି ଅଘଟଣରେ ୧୦ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୧୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଏହି ମନ୍ଦିରରେ କୂଅ ଉପରେ ଛାତ ତିଆରି କରାଯାଇଥିଲା। […]

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରଠାରେ ପବିତ୍ର ରାମନବମୀ ଅବସରରେ ବଡ ଦୁର୍ଘଟଣା ଘଟିଛି । ଆଜି ସ୍ନେହା ନଗର ଅଞ୍ଚଳରେ ଥିବା ଶ୍ରୀ ବାଲେଶ୍ୱର ମନ୍ଦିରରେ ଅଭାବନୀୟ ଘଟଣା ଘଟିଥିଲା। ରାମନବମୀ ପାଇଁ ପୂଜା ଚାଲିଥିବା ବେଳେ ମନ୍ଦିରର ଭୂତଳ କୂଅର ଛାତ ଭୁଶୁଡି ପଡ଼ିବାରୁ ପ୍ରାୟ ୨୩ଜଣ ତଳକୁ ଖସିପଡ଼ିଥିଲେ। ଏହି ଅଘଟଣରେ ୧୦ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୧୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଦୃଷ୍ଟିହୀନତା ହାରିଲା, ମା’ଙ୍କ ତପସ୍ୟା ଜିତିଲା: ୟୁପିଏସସିରେ ୨୦ ତମ ର଼୍ୟାଙ୍କ ହାସଲ କଲେ ନୱାଦାର ରବି ରାଜ

ସୂଚନା ଅନୁଯାୟୀ, ଏହି ମନ୍ଦିରରେ କୂଅ ଉପରେ ଛାତ ତିଆରି କରାଯାଇଥିଲା। ରାମ ନବମୀ ପାଇଁ ଅଧିକ ଶ୍ରଦ୍ଧାଳୁ ଆସିଥିବାରୁ ଏହି ଛାତ ଶ୍ରଦ୍ଧାଳୁଙ୍କ ଭାର ସହି ନ ପାରି ଭୁଶୁଡି ପଡ଼ିଥିଲା। ଫଳରେ କୂଅର ଛାତ ଉପରେ ଥିବା ଶ୍ରଦ୍ଧାଳୁ ତଳକୁ ଖସି ପଡ଼ିଥିଲେ।

ଆହୁରି ପଢ଼ନ୍ତୁ: ୨୦ ଲକ୍ଷ ଯୌତୁକ ପାଇଁ ଜୀବନ ହାରିଲେ ମହିଳା: ଉତ୍ତରପ୍ରଦେଶ ବଲିଆରେ ସ୍ୱାମୀ ଓ ଶାଶୁଘର ଲୋକଙ୍କ ନାମରେ ମାମଲା ରୁଜୁ

30 Mar 2023 By The Sakala

ଇନ୍ଦୋରରେ ରାମ ମନ୍ଦିରର କୂଅ ଛାତ ଭୁଶୁଡିବା ଘଟଣା: ୧୩ ମୃତ, ୧୦ ଉଦ୍ଧାର

ଇନ୍ଦୋର: ମଧ୍ୟପ୍ରଦେଶ ଇନ୍ଦୋରଠାରେ ପବିତ୍ର ରାମନବମୀ ଅବସରରେ ବଡ ଦୁର୍ଘଟଣା ଘଟିଛି । ଆଜି ସ୍ନେହା ନଗର ଅଞ୍ଚଳରେ ଥିବା ଶ୍ରୀ ବାଲେଶ୍ୱର ମନ୍ଦିରରେ ଅଭାବନୀୟ ଘଟଣା ଘଟିଥିଲା। ରାମନବମୀ ପାଇଁ ପୂଜା ଚାଲିଥିବା ବେଳେ ମନ୍ଦିରର ଭୂତଳ କୂଅର ଛାତ ଭୁଶୁଡି ପଡ଼ିବାରୁ ପ୍ରାୟ ୨୩ଜଣ ତଳକୁ ଖସିପଡ଼ିଥିଲେ। ଏହି ଅଘଟଣରେ ୧୦ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୧୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ଏହି ମନ୍ଦିରରେ କୂଅ ଉପରେ ଛାତ ତିଆରି କରାଯାଇଥିଲା। ରାମ ନବମୀ ପାଇଁ ଅଧିକ ଶ୍ରଦ୍ଧାଳୁ ଆସିଥିବାରୁ ଏହି ଛାତ ଶ୍ରଦ୍ଧାଳୁଙ୍କ ଭାର ସହି ନ ପାରି ଭୁଶୁଡି ପଡ଼ିଥିଲା। ଫଳରେ କୂଅର ଛାତ ଉପରେ ଥିବା ଶ୍ରଦ୍ଧାଳୁ ତଳକୁ ଖସି ପଡ଼ିଥିଲେ।

https://www.thesakala.in/national-international/13-killed-in-indore-as-temple-floor-caves-in-during-ram-navami-celebrations/article-20280
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର