ଜାମ୍ମୁ-କାଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ : ୨ ଯବାନ ସହିଦ, ୩ ଆହତ

The Sakala Picture
Published On

ଶ୍ରୀନଗର : ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ। ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି । ୩ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । କୋକରାନାଗର ଗାଗରମାଣ୍ଡୁ ଜଙ୍ଗଲରେ ଗୁଳିବିନିମୟ ଜାରି ରହିଛି । ଆହତ ଯବାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଅଞ୍ଚଳକୁ ଘେରାବନ୍ଦୀ କରି ଘଞ୍ଚ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଥିବା ଜଣାପଡିଛି। ମିଳିଥିବା […]

ଶ୍ରୀନଗର : ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ। ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି । ୩ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । କୋକରାନାଗର ଗାଗରମାଣ୍ଡୁ ଜଙ୍ଗଲରେ ଗୁଳିବିନିମୟ ଜାରି ରହିଛି । ଆହତ ଯବାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଅଞ୍ଚଳକୁ ଘେରାବନ୍ଦୀ କରି ଘଞ୍ଚ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ରାଜସ୍ଥାନର ବାଡମେରରେ ଚାଞ୍ଚଲ୍ୟ: ଡାକ୍ତରଙ୍କୁ ବ୍ଲାକମେଲ୍ କରି ୨ କୋଟି ଟଙ୍କା ଲୁଟିଲା ନର୍ସ

ମିଳିଥିବା ସୂଚନା ଅନୁସାରେ, କୋକେରନାଗ ସବଡିଭିଜନରେ ଥିବା ଗାଗରମାଣ୍ଡୁ ଜଙ୍ଗଲରେ କିଛି ଆତଙ୍କବାଦୀ ଥିବା ସୂଚନା ମିଳିଥିଲା। ଏହାପରେ ଭାରତୀୟ ସ୍ଥଳ ସେନା, ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସିଆରପିଏଫ ଯବାନଙ୍କ ପକ୍ଷରୁ ଆତଙ୍କବାଦ ନିରୋଧ ଅପରେସନ ଆରମ୍ଭ ହୋଇଥିଲା। ଅପରେସନ ଚାଲିଥିବା ବେଳେ ଟିମ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ତେବେ ଆତଙ୍କୀଙ୍କ ଗୁଳି ମାଡ଼ରେ ୨ ଯବାନ ସହିଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଏନକାଉଣ୍ଟର ସ୍ଥଳରୁ ଉଦ୍ଧାର କରି ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ବି ଗାଗରମାଣ୍ଡୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

10 Aug 2024 By The Sakala

ଜାମ୍ମୁ-କାଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ : ୨ ଯବାନ ସହିଦ, ୩ ଆହତ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ। ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି । ୩ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । କୋକରାନାଗର ଗାଗରମାଣ୍ଡୁ ଜଙ୍ଗଲରେ ଗୁଳିବିନିମୟ ଜାରି ରହିଛି । ଆହତ ଯବାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଅଞ୍ଚଳକୁ ଘେରାବନ୍ଦୀ କରି ଘଞ୍ଚ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ, କୋକେରନାଗ ସବଡିଭିଜନରେ ଥିବା ଗାଗରମାଣ୍ଡୁ ଜଙ୍ଗଲରେ କିଛି ଆତଙ୍କବାଦୀ ଥିବା ସୂଚନା ମିଳିଥିଲା। ଏହାପରେ ଭାରତୀୟ ସ୍ଥଳ ସେନା, ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସିଆରପିଏଫ ଯବାନଙ୍କ ପକ୍ଷରୁ ଆତଙ୍କବାଦ ନିରୋଧ ଅପରେସନ ଆରମ୍ଭ ହୋଇଥିଲା। ଅପରେସନ ଚାଲିଥିବା ବେଳେ ଟିମ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ତେବେ ଆତଙ୍କୀଙ୍କ ଗୁଳି ମାଡ଼ରେ ୨ ଯବାନ ସହିଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଏନକାଉଣ୍ଟର ସ୍ଥଳରୁ ଉଦ୍ଧାର କରି ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ବି ଗାଗରମାଣ୍ଡୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର