ଜମ୍ମୁ-କଶ୍ମୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ୧୫୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍, ୨୧ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ବସ୍ ରାଏସି ଜିଲ୍ଲାର ପ୍ରସିଦ୍ଧ ଶିବ ଖୋରି ମନ୍ଦିରକୁ ଯାଉଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ତୀର୍ଥଯାତ୍ରୀ ଥିଲେ। ଅଖନୁରର ଏକ ଘାଟି ନିକଟରେ ବସଟି […]

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ସୂଚନା ଅନୁଯାୟୀ, ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଏକ ବସ୍ ରାଏସି ଜିଲ୍ଲାର ପ୍ରସିଦ୍ଧ ଶିବ ଖୋରି ମନ୍ଦିରକୁ ଯାଉଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ତୀର୍ଥଯାତ୍ରୀ ଥିଲେ। ଅଖନୁରର ଏକ ଘାଟି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର