ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଛତିଶଗଡରୁ ଆସିଲା ଦୁଃଖଦ ଖବର: ସୁକମାରେ ଯବାନ ଓ ମାଓବାଦୀ ଗୁଳି ବିନିମୟ ଘଟଣା, ୨୨ ଯବାନ ସହିଦ୍

The Sakala Picture
Published On

ମାଲକାନଗିରି: ଛତିଶଗଡରୁ ଆସିଲା ଦୁଃଖଦ ଖବର। ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତ ଜଙ୍ଗଲରେ ମାଓବାଦୀଙ୍କ ସହ ଯବାନଙ୍କ ଏନକାଉଣ୍ଟରେ ୨୨ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି। On ground visuals from the site of Naxal attack at Sukma-Bijapur border in Chhattisgarh; 22 security personnel have lost their lives in the attack pic.twitter.com/sVCoyXIRwN — ANI (@ANI) April 4, 2021 […]

ମାଲକାନଗିରି: ଛତିଶଗଡରୁ ଆସିଲା ଦୁଃଖଦ ଖବର। ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତ ଜଙ୍ଗଲରେ ମାଓବାଦୀଙ୍କ ସହ ଯବାନଙ୍କ ଏନକାଉଣ୍ଟରେ ୨୨ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: 'ନୋ ବିଗ୍ ଡିଲ୍' ରୁ 'ସମ୍ପୂର୍ଣ୍ଣ ବିନାଶ': ଇରାନର ଆପାଚେ ହେଲିକପ୍ଟର ଆକ୍ରମଣ ପରେ କାହିଁକି ବଦଳିଲା ଟ୍ରମ୍ପଙ୍କ ମିଜାଜ?

ଗତକାଲି ଛତିଶଗଡ଼ର ତରେମ୍‌ ଜଙ୍ଗଲରେ ନକ୍ସଲ୍‌ମାନଙ୍କ ସହ ଗୁଳି ବିନିମୟ ହୋଇଥିଲା।  ଆଜି ସକାଳ ସୁଦ୍ଧା ୮ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଥିଲା । ଅନ୍ୟପଟେ ୨୧ଜଣ ଯବାନ ନିଖୋଜ ହୋଇଥିବା କୁହାଯାଉଥିଲା । ତେବେ ବର୍ତ୍ତମାନ ସୁଦ୍ଧା ଏହି ଗୁଳି ବିନମୟରେ ମୋଟ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି । ତେବେ ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଅନ୍ୟପଟେ ଏବେ ବି ଆଉ ଜଣେ ଯବାନ ନିଖୋଜ ଅଛନ୍ତି ଏବଂ ୩୦ ଜଣ ଆହତ ଯବାନ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ ।

04 Apr 2021 By The Sakala

ଛତିଶଗଡରୁ ଆସିଲା ଦୁଃଖଦ ଖବର: ସୁକମାରେ ଯବାନ ଓ ମାଓବାଦୀ ଗୁଳି ବିନିମୟ ଘଟଣା, ୨୨ ଯବାନ ସହିଦ୍

ମାଲକାନଗିରି: ଛତିଶଗଡରୁ ଆସିଲା ଦୁଃଖଦ ଖବର। ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତ ଜଙ୍ଗଲରେ ମାଓବାଦୀଙ୍କ ସହ ଯବାନଙ୍କ ଏନକାଉଣ୍ଟରେ ୨୨ ଯବାନ ସହିଦ ହୋଇଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି।

ଗତକାଲି ଛତିଶଗଡ଼ର ତରେମ୍‌ ଜଙ୍ଗଲରେ ନକ୍ସଲ୍‌ମାନଙ୍କ ସହ ଗୁଳି ବିନିମୟ ହୋଇଥିଲା।  ଆଜି ସକାଳ ସୁଦ୍ଧା ୮ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଥିଲା । ଅନ୍ୟପଟେ ୨୧ଜଣ ଯବାନ ନିଖୋଜ ହୋଇଥିବା କୁହାଯାଉଥିଲା । ତେବେ ବର୍ତ୍ତମାନ ସୁଦ୍ଧା ଏହି ଗୁଳି ବିନମୟରେ ମୋଟ ୨୨ ଜଣ ଯବାନ ସହିଦ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି । ତେବେ ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଅନ୍ୟପଟେ ଏବେ ବି ଆଉ ଜଣେ ଯବାନ ନିଖୋଜ ଅଛନ୍ତି ଏବଂ ୩୦ ଜଣ ଆହତ ଯବାନ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ସୂଚନା ଅନୁଯାୟୀ, ବିଜାପୁର ଜିଲ୍ଲାର ସିଲେଗୁର ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ୍‌ କରି ରହିଥିବା ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଯବାନ ମାନେ ମିଳିତ ଭାବେ କମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ।। ଜବାନଙ୍କୁ ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର