ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୨୫ ହାର୍ଡକୋର ମାଓବାଦୀ

The Sakala Picture
Published On

ଛତିଶଗଡ଼: ଛତିଶଗଡ଼ ବିଜାପୁରରେ ୨୫ ମାଓବାଦୀଙ୍କ ଆତ୍ମସମର୍ପଣ । ବିଜାପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ବସ୍ତର ରେଞ୍ଜର ଉଚ୍ଚାପଦାଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି ୨୫ ହାର୍ଡକୋର ମାଓବାଦୀ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିବା ପାଇଁ ମୁଣ୍ଡ ଉପରେ ୨୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରେ ୩ ଜଣ ପିଏଲ୍‌ଜିଏ ସଦସ୍ୟ ଥିବା ଜଣାପଡିଛି । ସରକାରଙ୍କର ଆତ୍ମନିର୍ଭରଶୀଳ ନୀତି ଏବଂ ସଂଗଠନରେ ଭେଦଭାବ ଯୋଗୁଁ ଏହି […]

ଛତିଶଗଡ଼: ଛତିଶଗଡ଼ ବିଜାପୁରରେ ୨୫ ମାଓବାଦୀଙ୍କ ଆତ୍ମସମର୍ପଣ । ବିଜାପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ବସ୍ତର ରେଞ୍ଜର ଉଚ୍ଚାପଦାଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି ୨୫ ହାର୍ଡକୋର ମାଓବାଦୀ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିବା ପାଇଁ ମୁଣ୍ଡ ଉପରେ ୨୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରେ ୩ ଜଣ ପିଏଲ୍‌ଜିଏ ସଦସ୍ୟ ଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

ସରକାରଙ୍କର ଆତ୍ମନିର୍ଭରଶୀଳ ନୀତି ଏବଂ ସଂଗଠନରେ ଭେଦଭାବ ଯୋଗୁଁ ଏହି ନକ୍ସଲମାନେ ଆତ୍ମସମର୍ପଣ କରିଥିବା ପୁଲିସ ନିକଟରେ କହିଛନ୍ତି।ସେମାନେ ସମସ୍ତେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ନିଜର ପରିବାର ସହ ଶାନ୍ତିରେ ଜୀବନଯାପନ କରିବେ ବୋଲି ପୁଲିସ ନିକଟରେ ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

26 Aug 2024 By The Sakala

ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୨୫ ହାର୍ଡକୋର ମାଓବାଦୀ

ଛତିଶଗଡ଼: ଛତିଶଗଡ଼ ବିଜାପୁରରେ ୨୫ ମାଓବାଦୀଙ୍କ ଆତ୍ମସମର୍ପଣ । ବିଜାପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ବସ୍ତର ରେଞ୍ଜର ଉଚ୍ଚାପଦାଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି ୨୫ ହାର୍ଡକୋର ମାଓବାଦୀ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିବା ପାଇଁ ମୁଣ୍ଡ ଉପରେ ୨୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଭିତରେ ୩ ଜଣ ପିଏଲ୍‌ଜିଏ ସଦସ୍ୟ ଥିବା ଜଣାପଡିଛି ।

ସରକାରଙ୍କର ଆତ୍ମନିର୍ଭରଶୀଳ ନୀତି ଏବଂ ସଂଗଠନରେ ଭେଦଭାବ ଯୋଗୁଁ ଏହି ନକ୍ସଲମାନେ ଆତ୍ମସମର୍ପଣ କରିଥିବା ପୁଲିସ ନିକଟରେ କହିଛନ୍ତି।ସେମାନେ ସମସ୍ତେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ନିଜର ପରିବାର ସହ ଶାନ୍ତିରେ ଜୀବନଯାପନ କରିବେ ବୋଲି ପୁଲିସ ନିକଟରେ ପ୍ରତିଶ୍ରୁତି ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର