ଭାରତୀୟ ତଟରକ୍ଷୀ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ଜଣ ନିଖୋଜ

The Sakala Picture
Published On

ଗାନ୍ଧୀନଗର: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁଜୁରାଟ ପୋରବନ୍ଦର ଉପକୂଳ ଆରବ ସାଗରରେ ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ଜଣ ନିଖୋଜ ଥିବା ବେଳେ ଜଣେ ସୁରକ୍ଷିତ ଉଦ୍ଧାର କରାଯାଇଛି । ତେବେ ଏକ ଧ୍ରୁବ ହେଲିକପ୍ଟର ଗୁଜୁରାଟରେ ବନ୍ୟା ବିତ୍ପାତ କାରଣରୁ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଓ ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବାରେ ନିୟୋଜିତ ହୋଇଥିଲା […]

ଗାନ୍ଧୀନଗର: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁଜୁରାଟ ପୋରବନ୍ଦର ଉପକୂଳ ଆରବ ସାଗରରେ ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ଜଣ ନିଖୋଜ ଥିବା ବେଳେ ଜଣେ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ତେବେ ଏକ ଧ୍ରୁବ ହେଲିକପ୍ଟର ଗୁଜୁରାଟରେ ବନ୍ୟା ବିତ୍ପାତ କାରଣରୁ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ଓ ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବାରେ ନିୟୋଜିତ ହୋଇଥିଲା । ହେଲେ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ପୋରବନ୍ଦର ପାଖରେ ଆରବିଆନ ସମୁଦ୍ରରେ ଜରୁରୀକାଳୀନ ଅବତରଣ କରୁଥିଲା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଯେଉଁଥିରେ ୩ ଜଣ ନିଖୋଜ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର ପାଇଁ ଜୋରଦାର ସର୍ଚ୍ଚ ଅପରେସନ୍ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର