ଜମ୍ମୁ: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ ଶନିବାର ରାତିରେ କୁଆପଥର ବର୍ଷା, ପବନ ଓ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନେକ ଲୋକଙ୍କ ଘଣ ତଥା ଧନ ସମ୍ପତ୍ତି ନଷ୍ଟ ହୋଇଛି। ଜାତୀୟ ରାଜପଥ ଅବରୋଧ ହୋଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଜମ୍ମୁ-କାଶ୍ମୀରର ରାମବନ ଜିଲ୍ଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନ, ୩ ମୃତ