ଆସାମର ବଡ଼ ଧରଣର ଭୂସ୍ଖଳନ, ୩ମୃତ

The Sakala Picture
Published On

ଆସାମ: ଆସାମର ଡିମାହାସା ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଜିଲ୍ଳାର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏବେ ବି ଅନେକ ଲୋକ ନିଖୋଜ ରହିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଭୂସ୍ଖଳନ ଯୋଗୁ ୧୨ଟି ଗାଁର ପ୍ରାୟ ୮୦ରୁ ଊର୍ଦ୍ଧ୍ଵ ଘର ମାଟିରେ ମିଶିଯାଇଛି । ତେବେ କୁହାଯାଉଛି କି ଏହି ଭୂସ୍ଖଳନ ଆସାମରେ ହୋଇଥିବା ବନ୍ୟା ଯୋଗୁ ହୋଇଛି । ବନ୍ୟାରେ ୬ଟି ଜିଲ୍ଲାର ୯୪ଟି ଗାଁ ଧୋଇଯାଇଛି […]

ଆସାମ: ଆସାମର ଡିମାହାସା ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଜିଲ୍ଳାର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏବେ ବି ଅନେକ ଲୋକ ନିଖୋଜ ରହିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ସୂଚନା ଅନୁଯାୟୀ, ଭୂସ୍ଖଳନ ଯୋଗୁ ୧୨ଟି ଗାଁର ପ୍ରାୟ ୮୦ରୁ ଊର୍ଦ୍ଧ୍ଵ ଘର ମାଟିରେ ମିଶିଯାଇଛି । ତେବେ କୁହାଯାଉଛି କି ଏହି ଭୂସ୍ଖଳନ ଆସାମରେ ହୋଇଥିବା ବନ୍ୟା ଯୋଗୁ ହୋଇଛି । ବନ୍ୟାରେ ୬ଟି ଜିଲ୍ଲାର ୯୪ଟି ଗାଁ ଧୋଇଯାଇଛି । ଯାହାଫଳରେ ପ୍ରାୟ ୨୫ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । । ପ୍ରବଳ ବର୍ଷା ହେତୁ ଭୂସ୍ଖଳନ ହୋଇଥିବାରୁ ଲୋକଙ୍କୁ ଯାତ୍ରା ଠାରୁ ଦୂରେଇ ରହିବାକୁ ଡିମା ହାସାଓଙ୍କ ଡେପୁଟି କମିଶନର ନାଜରିନ୍ ଅହମ୍ମଦ ଏକ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର