ବସ୍‌ ଓ ପାଣି ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୩ମୃତ

The Sakala Picture
Published On

ମହାରାଷ୍ଟ୍ରର: ମହାରାଷ୍ଟ୍ରର ୱାଶିମ ଜିଲ୍ଲାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହୋଟେଲ ବସ୍‌ ସହ ପାଣି ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦର୍ଘଟଣାରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ପୁଣେରୁ ୟବନ୍ତମାଳ ଅଭିମୁଖେ ସମୃଦ୍ଧି ରାଜପଥରେ ବସ୍‌ଟି ଯାତ୍ରା କରୁଥିବା ବେଳେ ପାଣି ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟ ପାଣିଟାଙ୍କି ଏବଂ ବସ୍ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ […]

ମହାରାଷ୍ଟ୍ରର: ମହାରାଷ୍ଟ୍ରର ୱାଶିମ ଜିଲ୍ଲାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହୋଟେଲ ବସ୍‌ ସହ ପାଣି ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦର୍ଘଟଣାରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ଅଧିକୃତ କାଶ୍ମୀରରେ ଜଳୁଛି ବିଦ୍ରୋହର ନିଆଁ: ଜେଏଏସି (JAAC)ର ଲଙ୍ଗ୍ ମାର୍ଚ୍ଚ ବେଳେ ହିଂସାତ୍ମକ ସଂଘର୍ଷ

ସୂଚନା ଅନୁଯାୟୀ, ପୁଣେରୁ ୟବନ୍ତମାଳ ଅଭିମୁଖେ ସମୃଦ୍ଧି ରାଜପଥରେ ବସ୍‌ଟି ଯାତ୍ରା କରୁଥିବା ବେଳେ ପାଣି ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟ ପାଣିଟାଙ୍କି ଏବଂ ବସ୍ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତେବେ ବସ୍‌ରେ ଥିବା ୭ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ୱାଶିମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁରେ ବେଆଇନ ପଥର କ୍ୱାରୀ ଠାବ: ବିପୁଳ ପରିମାଣର ବିସ୍ଫୋରକ ଜବତ, ୫ ଜଣଙ୍କ ନାମରେ ମାମଲା

07 Apr 2022 By The Sakala

ବସ୍‌ ଓ ପାଣି ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୩ମୃତ

ମହାରାଷ୍ଟ୍ରର: ମହାରାଷ୍ଟ୍ରର ୱାଶିମ ଜିଲ୍ଲାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହୋଟେଲ ବସ୍‌ ସହ ପାଣି ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦର୍ଘଟଣାରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ପୁଣେରୁ ୟବନ୍ତମାଳ ଅଭିମୁଖେ ସମୃଦ୍ଧି ରାଜପଥରେ ବସ୍‌ଟି ଯାତ୍ରା କରୁଥିବା ବେଳେ ପାଣି ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟ ପାଣିଟାଙ୍କି ଏବଂ ବସ୍ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତେବେ ବସ୍‌ରେ ଥିବା ୭ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ୱାଶିମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର