ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ଗୁଳିରେ ୩ ମାଓବାଦୀ ନିହତ

The Sakala Picture
Published On

ରାଞ୍ଚି: ଓଡିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଅଞ୍ଚଳରେ ଏନ୍‌କାଉଣ୍ଟର । ସୁରକ୍ଷାବାହିନୀଙ୍କ ଗୁଳିରେ ତିନି ମାଓବାଦୀ ନିହତ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ସୂଚନା ଅନୁସାରେ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍‌ ଚାଲିଥିବାବେଳେ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ […]

ରାଞ୍ଚି: ଓଡିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଅଞ୍ଚଳରେ ଏନ୍‌କାଉଣ୍ଟର । ସୁରକ୍ଷାବାହିନୀଙ୍କ ଗୁଳିରେ ତିନି ମାଓବାଦୀ ନିହତ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କାନାଡା ଉପରେ ଟ୍ରମ୍ପଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୫୦% ଟାରିଫ୍ ଲଗାଇଲା ଆମେରିକା

ସୂଚନା ଅନୁସାରେ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍‌ ଚାଲିଥିବାବେଳେ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ । ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଚାଲିଛି ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

26 Nov 2022 By The Sakala

ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ରାଞ୍ଚି: ଓଡିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଅଞ୍ଚଳରେ ଏନ୍‌କାଉଣ୍ଟର । ସୁରକ୍ଷାବାହିନୀଙ୍କ ଗୁଳିରେ ତିନି ମାଓବାଦୀ ନିହତ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି ।

ସୂଚନା ଅନୁସାରେ, ଛତିଶଗଡ଼ ସୀମାନ୍ତ ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍‌ ଚାଲିଥିବାବେଳେ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ । ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଚାଲିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର