ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

The Sakala Picture
Published On

ଛତିଶଗଡ: ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିିଚି। କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବିଜାପୁର ଜିଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଘଟଣା ସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଗୋଟିଏ ଏଲ.ଏମ.ଜି, ଗୋଟିଏ ଏ.କେ-୪୭ ବନ୍ଧୁକ ଜବତ କରାଯାଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ନାଟୋ ସମ୍ମିଳନୀରେ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବିଭ୍ରାଟ: ଇରାନକୁ କହିଲେ 'ଇସଲାମିକ୍ ରିପବ୍ଲିକ୍ ଅଫ୍ ଜାପାନ'

06 Apr 2024 By The Sakala

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ଛତିଶଗଡ: ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିିଚି। କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୩ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବିଜାପୁର ଜିଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି। ଘଟଣା ସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଗୋଟିଏ ଏଲ.ଏମ.ଜି, ଗୋଟିଏ ଏ.କେ-୪୭ ବନ୍ଧୁକ ଜବତ କରାଯାଇଛି। ଏବେ ବି ସ୍ଥାନୀୟ ଅଞ୍ଚଳରେ କୁମ୍ବିଂ ଅପରେସନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର