ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୩ ମହିଳା ନକ୍ସଲ ନିହତ

The Sakala Picture
Published On

ଛତିଶଗଡ଼: ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ର ଘଞ୍ଚ ଜଙ୍ଗଲରେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ଜବତ କରାଯାଇଛି। ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି, ସକାଳ ୮ଟାରୁ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ଏହି ଏନକାଉଣ୍ଟରରେ ଜିଲ୍ଲା ରିଜର୍ଭ ଗାର୍ଡ, ସ୍ପେଶାଲ ଟାସ୍କ ଫୋର୍ସ ଓ ସୀମା ସୁରକ୍ଷା ବଳର ମିଳିତ ଟିମ୍ ଏହି ଅପରେସନରେ ନିୟୋଜିତ ଅଛନ୍ତି। […]

ଛତିଶଗଡ଼: ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ର ଘଞ୍ଚ ଜଙ୍ଗଲରେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି, ସକାଳ ୮ଟାରୁ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ଏହି ଏନକାଉଣ୍ଟରରେ ଜିଲ୍ଲା ରିଜର୍ଭ ଗାର୍ଡ, ସ୍ପେଶାଲ ଟାସ୍କ ଫୋର୍ସ ଓ ସୀମା ସୁରକ୍ଷା ବଳର ମିଳିତ ଟିମ୍ ଏହି ଅପରେସନରେ ନିୟୋଜିତ ଅଛନ୍ତି। ନାରାୟଣପୁର ଓ କାଙ୍କେର ଜିଲ୍ଲାର ସୀମା ନିକଟବର୍ତ୍ତୀ ଅବୁଝାମାଡ଼ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ ଜଣ ସଶସ୍ତ୍ର ମହିଳା ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ମିଳିଛି।

ଆହୁରି ପଢ଼ନ୍ତୁ: ଗୋଟିଏ ମଣ୍ଡପ, ଜଣେ କନ୍ୟା ଆଉ ଦୁଇ ଜଣ ବର! ଏହି ନିଆରା ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ

29 Aug 2024 By The Sakala

ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୩ ମହିଳା ନକ୍ସଲ ନିହତ

ଛତିଶଗଡ଼: ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ର ଘଞ୍ଚ ଜଙ୍ଗଲରେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ଜବତ କରାଯାଇଛି।

ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି, ସକାଳ ୮ଟାରୁ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା । ଏହି ଏନକାଉଣ୍ଟରରେ ଜିଲ୍ଲା ରିଜର୍ଭ ଗାର୍ଡ, ସ୍ପେଶାଲ ଟାସ୍କ ଫୋର୍ସ ଓ ସୀମା ସୁରକ୍ଷା ବଳର ମିଳିତ ଟିମ୍ ଏହି ଅପରେସନରେ ନିୟୋଜିତ ଅଛନ୍ତି। ନାରାୟଣପୁର ଓ କାଙ୍କେର ଜିଲ୍ଲାର ସୀମା ନିକଟବର୍ତ୍ତୀ ଅବୁଝାମାଡ଼ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ ଜଣ ସଶସ୍ତ୍ର ମହିଳା ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର