ଦିଲ୍ଲୀରେ ୩ଶହ ପୁଲିସ କର୍ମଚାରୀ କରୋନା ସଂକ୍ରମିତ

The Sakala Picture
Published On

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି କରୋନା ।  ସମ୍ମୁଖ ଯୋଦ୍ଧା ଭାବେ ନିୟୋଜିତ କର୍ମଚାରୀ  ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ସୋମବାର ଦିଲ୍ଲୀ ପୁଲିସର ପ୍ରାୟ ୩ଶହ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ପୁଲିସ କର୍ମଚାରୀଙ୍କ ମଧ୍ୟରେ ଲୋକ ସମ୍ପର୍କର ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୋୟ ବିଶ୍ୱାଳ କରେନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀ ପୁଲିସରେ ମୋଟ କର୍ମଚାରୀ ୮୦ ହଜାର କର୍ମଚାରୀ କାର୍ଯ୍ଯରତ ଅଛନ୍ତି । ଦିଲ୍ଲୀ ପୁଲିସ କମିଶନର […]

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି କରୋନା ।  ସମ୍ମୁଖ ଯୋଦ୍ଧା ଭାବେ ନିୟୋଜିତ କର୍ମଚାରୀ  ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ସୋମବାର ଦିଲ୍ଲୀ ପୁଲିସର ପ୍ରାୟ ୩ଶହ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ପୁଲିସ କର୍ମଚାରୀଙ୍କ ମଧ୍ୟରେ ଲୋକ ସମ୍ପର୍କର ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୋୟ ବିଶ୍ୱାଳ କରେନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ଦିଲ୍ଲୀ ପୁଲିସରେ ମୋଟ କର୍ମଚାରୀ ୮୦ ହଜାର କର୍ମଚାରୀ କାର୍ଯ୍ଯରତ ଅଛନ୍ତି । ଦିଲ୍ଲୀ ପୁଲିସ କମିଶନର ରାକେଶ ଆସ୍ତାନା କରୋନା ସଂକ୍ରମଣକୁ ରୋକିବା ପାଇଁ ଏସ୍‌ଓପି ଜାରି କରିଛନ୍ତି । ଏହା ଅନୁଯାୟୀ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି ଏଥିସହିତ ସାମାଜିକ ଦୂରତ୍ୱକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଡ୍ୟୁଟି ସମୟରେ ବାରମ୍ୱାର ହାତ ଧୋଇବା ସହିତ ପରିବାର ଲୋକଙ୍କ ଟିକାକରଣ କରାଇବା ନେଇ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: CJP ବିକ୍ଷୋଭ ମାମଲାରେ ସିସିଟିଭି ଫୁଟେଜ୍ ସଂରକ୍ଷିତ ରଖିବାକୁ ଆଦେଶ, କେନ୍ଦ୍ର ଓ ପୋଲିସକୁ ନୋଟିସ୍

10 Jan 2022 By The Sakala

ଦିଲ୍ଲୀରେ ୩ଶହ ପୁଲିସ କର୍ମଚାରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି କରୋନା ।  ସମ୍ମୁଖ ଯୋଦ୍ଧା ଭାବେ ନିୟୋଜିତ କର୍ମଚାରୀ  ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି। ସୋମବାର ଦିଲ୍ଲୀ ପୁଲିସର ପ୍ରାୟ ୩ଶହ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ପୁଲିସ କର୍ମଚାରୀଙ୍କ ମଧ୍ୟରେ ଲୋକ ସମ୍ପର୍କର ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୋୟ ବିଶ୍ୱାଳ କରେନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଦିଲ୍ଲୀ ପୁଲିସରେ ମୋଟ କର୍ମଚାରୀ ୮୦ ହଜାର କର୍ମଚାରୀ କାର୍ଯ୍ଯରତ ଅଛନ୍ତି । ଦିଲ୍ଲୀ ପୁଲିସ କମିଶନର ରାକେଶ ଆସ୍ତାନା କରୋନା ସଂକ୍ରମଣକୁ ରୋକିବା ପାଇଁ ଏସ୍‌ଓପି ଜାରି କରିଛନ୍ତି । ଏହା ଅନୁଯାୟୀ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି ଏଥିସହିତ ସାମାଜିକ ଦୂରତ୍ୱକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଡ୍ୟୁଟି ସମୟରେ ବାରମ୍ୱାର ହାତ ଧୋଇବା ସହିତ ପରିବାର ଲୋକଙ୍କ ଟିକାକରଣ କରାଇବା ନେଇ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର