ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୩୧ ହାର୍ଡକୋର ମାଓବାଦୀ

ଦାନ୍ତେୱାଡା: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ। ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ […]

ଦାନ୍ତେୱାଡା: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ। ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।

 

About The Author: The Sakala