ରାଜଧାନୀ ଦିଲ୍ଲୀରେ ଏନ୍କାଉଣ୍ଟର, ୪ ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ନିହତ..
ନୂଆଦିଲ୍ଲୀ: ଦିଲ୍ଲୀରେ ଏନ୍କାଉଣ୍ଟର। ଏନ୍କାଉଣ୍ଟରରେ ବିହାରର ୪ ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟରକ ତଥା ସିଗମା ଗ୍ୟାଙ୍ଗର ୪ଜଣ ଅପରାଧୀ ନିହତ ହୋଇଛନ୍ତି।ଅଭିଯୁକ୍ତମାନେ ପୁଲିସ ଉପରକୁ ଫାୟାରିଂ ବେଳେ ଦିଲ୍ଲୀର ବାହାଦୁର ଶାହ ମାର୍ଗରେ ପୋଲିସ ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ଫଳରେ ପୁଲିସ ଗୁଳିରେ ୪ ଜଣ ଅପରାଧୀଙ୍କ ମୃତ୍ୟୁ ଘଟିଛି।
ପୁଲିସ ସୂଚନା ଅନୁଯାୟୀ, ଦିଲ୍ଲୀ ପୁଲିସ କ୍ରାଇମବ୍ରାଞ୍ଚ ଏବଂ ବିହାର ପୁଲିସ ମିଳିତ ଭାବେ ଅପରେଶନକୁ ସଫଳ କରିଛନ୍ତି।




