ଲଦାଖର କାରଗିଲ୍‌ରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫

ନୂଆଦିଲ୍ଲୀ: ଜାମ୍ମୁ ଓ କାଶ୍ମୀର ଏବଂ ଲଦାଖର କାରଗିଲ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରହିଛି। ଅପରାହ୍ନ ୩.୪୮ ସମୟରେ ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ ।

About The Author: The Sakala