ଜମ୍ମୁ କଶ୍ମୀରରେ ୫ ଜଣ ‘ଲସ୍କର-ଇ-ତୋଏବା’ ଆତଙ୍କବାଦୀ ଗିରଫ

The Sakala Picture
Published On

ଶ୍ରୀନଗର: ଭାରତୀୟ ସୁରକ୍ଷା ବାହିନୀ ରବିବାର ଜମ୍ମୁ-କଶ୍ମୀରରେ ୫ ଜଣ ‘ଲସ୍କର-ଇ-ତୋଏବା’ ଆତଙ୍କବାଦୀଙ୍କୁ ଗିରଫ କରିବା ସହ ୨ଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିବା ସହ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରିଛି।  ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଉଛନ୍ତି ଆଦିଲ୍‌ ହୁସେନ୍‌ ୱାନି, ସୁହୈଲ୍‌ ଅହମଦ୍‌ ଦର୍‌, ଏତ୍‌ମାଦ୍ ଅହମଦ୍‌ ଲାୱେ, ମେହରାଜ ଅହମଦ୍‌ ଲୋନି ଓ ସବ୍‌ଜର୍‌ ଅହମଦ୍‌ ଖାର୍‌। ଆତଙ୍କବାଦୀ ସଂଗଠନ ‘ଲସ୍କର-ଇ-ତୋଏବା’ ସହିତ ଏହି ଆତଙ୍କବାଦୀମାନେ ସମ୍ପୃକ୍ତ ଥିଲେ। ଏମାନଙ୍କ ନିକଟରୁ ଦୁଇଟି […]

ଶ୍ରୀନଗର: ଭାରତୀୟ ସୁରକ୍ଷା ବାହିନୀ ରବିବାର ଜମ୍ମୁ-କଶ୍ମୀରରେ ୫ ଜଣ ‘ଲସ୍କର-ଇ-ତୋଏବା’ ଆତଙ୍କବାଦୀଙ୍କୁ ଗିରଫ କରିବା ସହ ୨ଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିବା ସହ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରିଛି।  ଗିରଫ ହୋଇଥିବା ଆତଙ୍କବାଦୀମାନେ ହେଉଛନ୍ତି ଆଦିଲ୍‌ ହୁସେନ୍‌ ୱାନି, ସୁହୈଲ୍‌ ଅହମଦ୍‌ ଦର୍‌, ଏତ୍‌ମାଦ୍ ଅହମଦ୍‌ ଲାୱେ, ମେହରାଜ ଅହମଦ୍‌ ଲୋନି ଓ ସବ୍‌ଜର୍‌ ଅହମଦ୍‌ ଖାର୍‌।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ଆତଙ୍କବାଦୀ ସଂଗଠନ ‘ଲସ୍କର-ଇ-ତୋଏବା’ ସହିତ ଏହି ଆତଙ୍କବାଦୀମାନେ ସମ୍ପୃକ୍ତ ଥିଲେ। ଏମାନଙ୍କ ନିକଟରୁ ଦୁଇଟି ବନ୍ଧୁକ, ତିନୋଟି ହ୍ୟାଣ୍ଡ ଗ୍ରେନେଡ, ଗୋଟିଏ ୟୁବିଜିଏଲ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

 

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର