ପାକିସ୍ତାନ ସୀମାରୁ ଅନୁପ୍ରବେଶ କରୁଥିବା ୫ ଆତଙ୍କବାଦୀଙ୍କୁ ନିପାତ କଲା ସୁରକ୍ଷା ବାହିନୀ

The Sakala Picture
Published On

ନୂଆଦିଲ୍ଲୀ: ପାକିସ୍ତାନ ସୀମାରୁ ଅନୁପ୍ରବେଶ କରୁଥିବା ୫ଜଣ ଏସ୍କର-ଏ-ତଇବା ଆତଙ୍କବାଦୀଙ୍କୁ ନିପାତ କଲା ସୁରକ୍ଷା ବାହିନୀ। ଆଜି ଜମ୍ମୁ-କଶ୍ମୀରର କୁପୱାରା ଜିଲ୍ଲାର ମାସିଲ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବାହିନୀ ବିଫଳ କରିଥିବା ଜଣାପଡ଼ିଛି। ୫ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଏବେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷା ବାହିନୀ। ସୂଚନା ଅନୁଯାୟୀ, ଆଜି ସକାଳେ ମାସିଲ୍ ସେକ୍ଟରରେ ସେନା ସହ ଜମ୍ମୁ-କଶ୍ମୀର ପୁଲିସ ଓ ଗୁଇନ୍ଦା ଏଜେନ୍ସି ମିଳିତ ଅପରେସନ ଆରମ୍ଭ […]

ନୂଆଦିଲ୍ଲୀ: ପାକିସ୍ତାନ ସୀମାରୁ ଅନୁପ୍ରବେଶ କରୁଥିବା ୫ଜଣ ଏସ୍କର-ଏ-ତଇବା ଆତଙ୍କବାଦୀଙ୍କୁ ନିପାତ କଲା ସୁରକ୍ଷା ବାହିନୀ। ଆଜି ଜମ୍ମୁ-କଶ୍ମୀରର କୁପୱାରା ଜିଲ୍ଲାର ମାସିଲ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବାହିନୀ ବିଫଳ କରିଥିବା ଜଣାପଡ଼ିଛି। ୫ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଏବେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷା ବାହିନୀ।

ଆହୁରି ପଢ଼ନ୍ତୁ: କୋଲକାତାର ମିର୍ଜା ଗାଲିବ ଷ୍ଟ୍ରିଟ୍ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୯ ବାଂଲାଦେଶୀ ନାଗରିକଙ୍କ ମୃତ୍ୟୁ, ୬ ଆହତ

ସୂଚନା ଅନୁଯାୟୀ, ଆଜି ସକାଳେ ମାସିଲ୍ ସେକ୍ଟରରେ ସେନା ସହ ଜମ୍ମୁ-କଶ୍ମୀର ପୁଲିସ ଓ ଗୁଇନ୍ଦା ଏଜେନ୍ସି ମିଳିତ ଅପରେସନ ଆରମ୍ଭ କରିଥିଲେ। ଏହି ଅପରେସନରେ ୫ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏବେ ଆହୁରି ଅଧିକ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରି  ସର୍ଚ୍ଚ ଅପରେସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଜାପାନ ସହ ବିବାଦ ମଧ୍ୟରେ ଋଷର ଶକ୍ତି ପ୍ରଦର୍ଶନ: କୁରିଲ୍ ଦ୍ୱୀପପୁଞ୍ଜରେ ମିସାଇଲ୍ ଡ୍ରିଲ୍ କଲା ପୁଟିନ୍ ସେନା

26 Oct 2023 By The Sakala

ପାକିସ୍ତାନ ସୀମାରୁ ଅନୁପ୍ରବେଶ କରୁଥିବା ୫ ଆତଙ୍କବାଦୀଙ୍କୁ ନିପାତ କଲା ସୁରକ୍ଷା ବାହିନୀ

ନୂଆଦିଲ୍ଲୀ: ପାକିସ୍ତାନ ସୀମାରୁ ଅନୁପ୍ରବେଶ କରୁଥିବା ୫ଜଣ ଏସ୍କର-ଏ-ତଇବା ଆତଙ୍କବାଦୀଙ୍କୁ ନିପାତ କଲା ସୁରକ୍ଷା ବାହିନୀ। ଆଜି ଜମ୍ମୁ-କଶ୍ମୀରର କୁପୱାରା ଜିଲ୍ଲାର ମାସିଲ ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବାହିନୀ ବିଫଳ କରିଥିବା ଜଣାପଡ଼ିଛି। ୫ଆତଙ୍କବାଦୀଙ୍କୁ ହତ୍ୟା କରାଯିବା ପରେ ଏବେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷା ବାହିନୀ।

ସୂଚନା ଅନୁଯାୟୀ, ଆଜି ସକାଳେ ମାସିଲ୍ ସେକ୍ଟରରେ ସେନା ସହ ଜମ୍ମୁ-କଶ୍ମୀର ପୁଲିସ ଓ ଗୁଇନ୍ଦା ଏଜେନ୍ସି ମିଳିତ ଅପରେସନ ଆରମ୍ଭ କରିଥିଲେ। ଏହି ଅପରେସନରେ ୫ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏବେ ଆହୁରି ଅଧିକ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରି  ସର୍ଚ୍ଚ ଅପରେସନ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର