ଭାରତରେ ଆରମ୍ଭ ହେଲା ବହୁପ୍ରତୀକ୍ଷିତ 5G ସେବା, ଗ୍ରାହକଙ୍କୁ ମିଳିବ ଅତ୍ୟାଧୁନିକ ଟେଲିକମ୍ ସର୍ଭିସ

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ ଟେକ୍ନୋଲୋଜି କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ । ଆଜି ଦେଶରେ ଶୁଭାରମ୍ଭ ହେଲା ବହୁପ୍ରତୀକ୍ଷିତ ୫ଜି ସେବା। ଏହି ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନମେଦ୍ର ମୋଦି । ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଡିଆ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମରେ ମୋଦି ୫ଜି ସେବାର ଶୁଭ ଉଦଘାଟନ କରିଛନ୍ତି । ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡି ହୋଇଛି, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା। ପ୍ରଥମ ପର୍ଯ୍ୟାୟରେ […]

ନୂଆଦିଲ୍ଲୀ: ଭାରତୀୟ ଟେକ୍ନୋଲୋଜି କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ । ଆଜି ଦେଶରେ ଶୁଭାରମ୍ଭ ହେଲା ବହୁପ୍ରତୀକ୍ଷିତ ୫ଜି ସେବା। ଏହି ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନମେଦ୍ର ମୋଦି । ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଡିଆ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମରେ ମୋଦି ୫ଜି ସେବାର ଶୁଭ ଉଦଘାଟନ କରିଛନ୍ତି । ଅତ୍ୟାଧୁନିକ ଟେଲିକମ୍ ସର୍ଭିସ ସହ ଭାରତ ମଧ୍ୟ ସେହି ଦେଶ ତାଲିକାରେ ଯୋଡି ହୋଇଛି, ଯେଉଁଠି 5G ସେବା ଉପଲବ୍ଧ ହେଉଥିଲା।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ପ୍ରଥମ ପର୍ଯ୍ୟାୟରେ ଏହା ୧୩ଟି ସହରରେ ଆରମ୍ଭ ହୋଇଛି। ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, କୋଲକତା, ଚେନ୍ନାଇ, ଲକ୍ଷ୍ମୌ, ପୁନେ, ଦିଲ୍ଲୀ ଓ ମୁମ୍ବାଇରେ 5G ସେବା ଆରମ୍ଭ ହୋଇଛି। ୨୦୩୦ ସୁଦ୍ଧା ପର୍ଯ୍ୟାୟ କ୍ରମେ ଏହି ସେବା ଧୀରେ ଧୀରେ ସମଗ୍ର ଦେଶରେ ଆରମ୍ଭ ବୋଲି ଆଶା କରାଯାଉଛି। ଏୟାରଟେଲ ପକ୍ଷରୁ ବାରାଣସୀ ଓ ଜିଓ ପକ୍ଷରୁ ଅହମ୍ମଦାବାଦରେ 5-G ନେଟୱର୍କ ସେବା ଆରମ୍ଭ ହେବ । ଆଜିର ଏହି 5-G ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତୀ ମୁକେଶ ଅମ୍ୱାନୀ ପ୍ରମୁଖ ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

୫-ଜି ସେବା ୪-ଜିଠୁ ୧୦ ଗୁଣା ସ୍ପିଡ୍ ସେବା ଦେବା। ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ବଢିପାରିବ। ୟୁଜର୍ସଙ୍କ ପାଇଁ ଡାଉନଲୋଡ୍ ସ୍ପିଡ ବଢ଼ାଇବ ୫ଜି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର