ରଥଟଣା ବେଳେ ଅଘଟଣ: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୬ମୃତ, ୧୫ ଆହତ

The Sakala Picture
Published On

ତ୍ରିପୁରା: ରଥଟଣା ବେଳେ ଅଘଟଣ। ତ୍ରିପୁରାର ୟୁନାକୋଟି ଜିଲ୍ଲାରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ରଥ ଜଳିଗଲା। ଏହି ଅଘଟଣରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଅହରାହ୍ନ ବେଳେ ଏହି ଘଟଣା ଘଟିଛି। କୁମାଘାଟ ଅଞ୍ଚଳରେ ବାହୁଡ଼ାଯାତ୍ରା ଚାଲିଥିଲା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥରେ ବସାଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରକୁ ଶ୍ରଦ୍ଧାଳୁମାନେ ଆଣୁଥିଲେ। ରଥଯାତ୍ରାରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର