ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ; ସମୁଦ୍ରରେ ଆସିଲା ୧ ମିଟର ଉଚ୍ଚ ଜୁଆର, ବଡ ସୁନାମୀ ଆଲର୍ଟ ଜାରି

The Sakala Picture
Published On

ଜାପାନ: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୪ ରେକର୍ଡ । ଜାପାନର ଉତ୍ତର-ପଶ୍ଚିମ ତଟବର୍ତ୍ତୀ ଇସିକାଓ୍ବା ଅଞ୍ଚଳରେ ଝଟକା ଲାଗିଛି । ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଥିଲା । ତେବେ ଭୂକମ୍ପ ପରେ ସମୁଦ୍ରରେ ୧ ମିଟର ଉଚ୍ଚତାର ଜୁଆର ଉଠିଥିବା ଜଣାପଡିଛି । ଆଗକୁ ଉତ୍ତର-ମଧ୍ୟ ଜାପାନର ଇଶିକ୍ୱାର ପଶ୍ଚିମାଂଚଳରେ ବଡ ଧରଣର ସୁନାମୀ ଆସିପାରେ ବୋଲି ଆଶଙ୍କା କରିଛି ଜାପାନ ପାଣିପାଗ ବିଭାଗ […]

ଜାପାନ: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୪ ରେକର୍ଡ । ଜାପାନର ଉତ୍ତର-ପଶ୍ଚିମ ତଟବର୍ତ୍ତୀ ଇସିକାଓ୍ବା ଅଞ୍ଚଳରେ ଝଟକା ଲାଗିଛି । ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଥିଲା । ତେବେ ଭୂକମ୍ପ ପରେ ସମୁଦ୍ରରେ ୧ ମିଟର ଉଚ୍ଚତାର ଜୁଆର ଉଠିଥିବା ଜଣାପଡିଛି । ଆଗକୁ ଉତ୍ତର-ମଧ୍ୟ ଜାପାନର ଇଶିକ୍ୱାର ପଶ୍ଚିମାଂଚଳରେ ବଡ ଧରଣର ସୁନାମୀ ଆସିପାରେ ବୋଲି ଆଶଙ୍କା କରିଛି ଜାପାନ ପାଣିପାଗ ବିଭାଗ । ଲୋକଙ୍କୁ ସତର୍କ କରାଇବା ସହ ପାଖରେ ଥିବା ନିକଟସ୍ଥ ଉଚ୍ଚ ସ୍ଥାନ ଅବା ବିଲ୍ଡିଂକୁ ପଳାଇଯିବାକୁ ନର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ୨୦ ଲକ୍ଷ ଯୌତୁକ ପାଇଁ ଜୀବନ ହାରିଲେ ମହିଳା: ଉତ୍ତରପ୍ରଦେଶ ବଲିଆରେ ସ୍ୱାମୀ ଓ ଶାଶୁଘର ଲୋକଙ୍କ ନାମରେ ମାମଲା ରୁଜୁ

ଆଜି ସକାଳୁ ସକାଳୁ ରିକ୍ଟର ସ୍କେଲ ୭ ଦଶମିକ୍ ୬ ତ୍ରୀବତ୍ରରେ ଭୂମିକମ୍ପ ହୋଇଥିଲା । ଭୁମିକମ୍ପର ପ୍ରଭାବ ୧୦ କିଲୋମିଟର ଗଭୀର ଯାଏ ପଡିଥିଲା । ସେହିପରି ସ୍ଥଳରେ ୪୨ କିଲୋମିଟର ପର୍ଯ୍ୟନ୍ତ ଭୂମିକମ୍ପର ପ୍ରଭାବ ଦେଖିବାକୁ ମିଳିଛି । ଜାପାନ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଉତର-ମଧ୍ୟ ଜାପାନର ଇଶିକ୍ୱା ଅଂଚଳରେ ଏହି ଭୂମିକମ୍ପ ହୋଇଛି ।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

01 Jan 2024 By The Sakala

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ; ସମୁଦ୍ରରେ ଆସିଲା ୧ ମିଟର ଉଚ୍ଚ ଜୁଆର, ବଡ ସୁନାମୀ ଆଲର୍ଟ ଜାରି

ଜାପାନ: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୪ ରେକର୍ଡ । ଜାପାନର ଉତ୍ତର-ପଶ୍ଚିମ ତଟବର୍ତ୍ତୀ ଇସିକାଓ୍ବା ଅଞ୍ଚଳରେ ଝଟକା ଲାଗିଛି । ଭୂକମ୍ପ ପରେ ସେଠାରେ ସୁନାମୀ ଚେତାବନୀ ଜାରି କରାଯାଇଥିଲା । ତେବେ ଭୂକମ୍ପ ପରେ ସମୁଦ୍ରରେ ୧ ମିଟର ଉଚ୍ଚତାର ଜୁଆର ଉଠିଥିବା ଜଣାପଡିଛି । ଆଗକୁ ଉତ୍ତର-ମଧ୍ୟ ଜାପାନର ଇଶିକ୍ୱାର ପଶ୍ଚିମାଂଚଳରେ ବଡ ଧରଣର ସୁନାମୀ ଆସିପାରେ ବୋଲି ଆଶଙ୍କା କରିଛି ଜାପାନ ପାଣିପାଗ ବିଭାଗ । ଲୋକଙ୍କୁ ସତର୍କ କରାଇବା ସହ ପାଖରେ ଥିବା ନିକଟସ୍ଥ ଉଚ୍ଚ ସ୍ଥାନ ଅବା ବିଲ୍ଡିଂକୁ ପଳାଇଯିବାକୁ ନର୍ଦ୍ଦେଶ ଦିଆଯାଇଛି ।

ଆଜି ସକାଳୁ ସକାଳୁ ରିକ୍ଟର ସ୍କେଲ ୭ ଦଶମିକ୍ ୬ ତ୍ରୀବତ୍ରରେ ଭୂମିକମ୍ପ ହୋଇଥିଲା । ଭୁମିକମ୍ପର ପ୍ରଭାବ ୧୦ କିଲୋମିଟର ଗଭୀର ଯାଏ ପଡିଥିଲା । ସେହିପରି ସ୍ଥଳରେ ୪୨ କିଲୋମିଟର ପର୍ଯ୍ୟନ୍ତ ଭୂମିକମ୍ପର ପ୍ରଭାବ ଦେଖିବାକୁ ମିଳିଛି । ଜାପାନ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଉତର-ମଧ୍ୟ ଜାପାନର ଇଶିକ୍ୱା ଅଂଚଳରେ ଏହି ଭୂମିକମ୍ପ ହୋଇଛି ।

https://www.thesakala.in/national-international/7-4-magnitude-earthquake-shakes-in-japan-tsunami-alert-issued/article-28790
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର