ତେଲେଙ୍ଗାନାର ଏତୁରଙ୍ଗାରମ ଜଙ୍ଗଲରେ ପୁଲିସ ଏନ୍‌କାଉଣ୍ଟରରେ ଟଳିଲେ ୭ ମାଓବାଦୀ

The Sakala Picture
Published On

ତେଲେଙ୍ଗାନା: ତେଲେଙ୍ଗାନା ପୋଲିସକୁ ବଡ଼ ସଫଳତା । ପୁଲିସ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ । ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ଏତୁରଙ୍ଗାରମ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି। ଏ ନେଇ ମୁଲୁଗୁ ଏସ୍‌ପି ଡକ୍ଟର ସବାରିଶ ସୂଚନା ଦେଇଛନ୍ତି। ଏବେ ବି ଜଙ୍ଗଲରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଏତୁରଙ୍ଗାରମ ଜଙ୍ଗଲରେ ମାଓବାଦୀଙ୍କ କାର୍ଯ୍ୟକଳାପ ବିଷୟରେ ଖବର ପାଇବା ପରେ ତେଲେଙ୍ଗାନା ପୁଲିସ ପକ୍ଷରୁ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । […]

ତେଲେଙ୍ଗାନା: ତେଲେଙ୍ଗାନା ପୋଲିସକୁ ବଡ଼ ସଫଳତା । ପୁଲିସ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ । ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ଏତୁରଙ୍ଗାରମ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି। ଏ ନେଇ ମୁଲୁଗୁ ଏସ୍‌ପି ଡକ୍ଟର ସବାରିଶ ସୂଚନା ଦେଇଛନ୍ତି। ଏବେ ବି ଜଙ୍ଗଲରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଏତୁରଙ୍ଗାରମ ଜଙ୍ଗଲରେ ମାଓବାଦୀଙ୍କ କାର୍ଯ୍ୟକଳାପ ବିଷୟରେ ଖବର ପାଇବା ପରେ ତେଲେଙ୍ଗାନା ପୁଲିସ ପକ୍ଷରୁ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଏହି ସମୟରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ୭ଜଣ ମାଓବାଦୀଙ୍କୁ ମାରିବାରେ ସକ୍ଷମ ହୋଇଛି ସୁରକ୍ଷାବଳ ।

ଆହୁରି ପଢ଼ନ୍ତୁ: ରଣକ୍ଷେତ୍ର ପାଲଟିଲା ୟୁପିର ଶାହଜାହାନପୁର; ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ପଥରମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ

01 Dec 2024 By The Sakala

ତେଲେଙ୍ଗାନାର ଏତୁରଙ୍ଗାରମ ଜଙ୍ଗଲରେ ପୁଲିସ ଏନ୍‌କାଉଣ୍ଟରରେ ଟଳିଲେ ୭ ମାଓବାଦୀ

ତେଲେଙ୍ଗାନା: ତେଲେଙ୍ଗାନା ପୋଲିସକୁ ବଡ଼ ସଫଳତା । ପୁଲିସ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ । ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ଏତୁରଙ୍ଗାରମ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି। ଏ ନେଇ ମୁଲୁଗୁ ଏସ୍‌ପି ଡକ୍ଟର ସବାରିଶ ସୂଚନା ଦେଇଛନ୍ତି। ଏବେ ବି ଜଙ୍ଗଲରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଏତୁରଙ୍ଗାରମ ଜଙ୍ଗଲରେ ମାଓବାଦୀଙ୍କ କାର୍ଯ୍ୟକଳାପ ବିଷୟରେ ଖବର ପାଇବା ପରେ ତେଲେଙ୍ଗାନା ପୁଲିସ ପକ୍ଷରୁ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଏହି ସମୟରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ୭ଜଣ ମାଓବାଦୀଙ୍କୁ ମାରିବାରେ ସକ୍ଷମ ହୋଇଛି ସୁରକ୍ଷାବଳ ।

https://www.thesakala.in/national-international/7-maoists-killed-in-police-encounter-in-telengana/article-36940
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର