ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ […]

ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ୍ ମିଡିଆରେ କୋର୍ଟ ପ୍ରୋସିଡିଙ୍ଗସ୍ ଭିଡିଓର ବ୍ୟବହାର ଓ ମୋନେଟାଇଜେସନ୍ ଉପରେ ରୋକ୍

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହାସହ ୧ହଜାର କ୍ୟାମେରା, ଆଂଟି-ଡ୍ରୋନ୍ ସିଷ୍ଟମ ଲଗାଯାଇଛି । ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ପ୍ରଧାନମନ୍ତ୍ରୀ ଓ ଅନ୍ୟ ଭିଭିଆଇପି ଅତିଥିଙ୍କ ସୁରକ୍ଷା ପାଇଁ ସ୍ନାଇପର୍ସ, ସ୍ୱତନ୍ତ୍ର ସ୍ୱାଟ୍ କମାଣ୍ଡୋ ଓ ଶାର୍ପଶୁଟର ମୁତୟନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ କହିଲେ ସୋନମ ୱାଙ୍ଗଚୁକ୍‌, CJP ଏବଂ ଦେଶର ଜେନ୍‌ Zଙ୍କୁ ଅଭିନନ୍ଦନ ଜଣାଇଲେ

15 Aug 2023 By The Sakala

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାନ ଜନ କହି ସମ୍ୱୋଧିତ କରି କହିଛନ୍ତି, ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ। ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଏହାସହ ୧ହଜାର କ୍ୟାମେରା, ଆଂଟି-ଡ୍ରୋନ୍ ସିଷ୍ଟମ ଲଗାଯାଇଛି । ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ପ୍ରଧାନମନ୍ତ୍ରୀ ଓ ଅନ୍ୟ ଭିଭିଆଇପି ଅତିଥିଙ୍କ ସୁରକ୍ଷା ପାଇଁ ସ୍ନାଇପର୍ସ, ସ୍ୱତନ୍ତ୍ର ସ୍ୱାଟ୍ କମାଣ୍ଡୋ ଓ ଶାର୍ପଶୁଟର ମୁତୟନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର