ନିର୍ବାଚନ ଡ୍ୟୁଟିରୁ ଫେରିବାବେଳେ ଓଲଟିଲା ବସ୍‌, ୯ ଯବାନ ଆହତ

The Sakala Picture
Published On

ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା ଜିଲ୍ଲାର ଫରସପାଲିରୁ ନିର୍ବାଚନ କାମ ସାରି ଜଗଦଲପୁରକୁ ଯବାନଙ୍କୁ ନେଇ ଫେରୁଥିବା ବେଳେ ବସଟି ଦୁର୍ଘଟଣାଗସ୍ତ ହୋଇଛି । ଏଥିରେ ୯ ଜଣ ଯବାନ ଗୁରୁତର […]

ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା ଜିଲ୍ଲାର ଫରସପାଲିରୁ ନିର୍ବାଚନ କାମ ସାରି ଜଗଦଲପୁରକୁ ଯବାନଙ୍କୁ ନେଇ ଫେରୁଥିବା ବେଳେ ବସଟି ଦୁର୍ଘଟଣାଗସ୍ତ ହୋଇଛି । ଏଥିରେ ୯ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ଧିମ୍ରାପାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଆଉ କିଛି ଯବାନ କମ୍ୟୁନିଟି ହେଲଥ ସେଣ୍ଟର ତୁକାପାଲର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବସରେ ପ୍ରାୟ ୩୨ଜଣ ଯବାନ ଥିଲେ । ନିର୍ବାଚନ ଡ୍ୟୁଟି ସାରି ଦନ୍ତେୱାଡାରୁ ଜଗଦଲପୁର ମୁଖ୍ୟାଳୟକୁ ଫେରୁଥିଲେ। ତେବେ କୋଡେନାର ପୋଲିସ ଷ୍ଟେସନ ନିକଟ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଥିଲା । ବସ୍ ସାମ୍ନାକୁ ଗୋରୁ ପୋଲ ଆସିଯିବାରୁ ବସଟି ନିୟନ୍ତ୍ରଣ ବାହାରକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଥିଲା ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ପ୍ରତିଷ୍ଠାତା ଲଳିତ ମୋଦୀଙ୍କ ୮ଟି ବଡ଼ ଖୁଲାସା: ଦାଉଦ ଇବ୍ରାହିମ, ପିଏମ ମୋଦୀ ଏବଂ ପୁଅର ଅପହରଣକୁ ନେଇ କହିଲେ ବଡ଼ କଥା

21 Apr 2024 By The Sakala

ନିର୍ବାଚନ ଡ୍ୟୁଟିରୁ ଫେରିବାବେଳେ ଓଲଟିଲା ବସ୍‌, ୯ ଯବାନ ଆହତ

ଛତିଶଗଡ: ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଓଲଟିଲା ବସ୍‌ । ଦୁର୍ଘଟଣାରେ ୯ ଜଣ ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ଜଗଦଲପୁରର ରାଇକୋଟ ନିକଟରେ ଏହି ବସ୍‌ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଅନୁସାରେ, ଛତିଶଗଡ ଦନ୍ତେୱାଡ଼ା ଜିଲ୍ଲାର ଫରସପାଲିରୁ ନିର୍ବାଚନ କାମ ସାରି ଜଗଦଲପୁରକୁ ଯବାନଙ୍କୁ ନେଇ ଫେରୁଥିବା ବେଳେ ବସଟି ଦୁର୍ଘଟଣାଗସ୍ତ ହୋଇଛି । ଏଥିରେ ୯ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ଧିମ୍ରାପାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଆଉ କିଛି ଯବାନ କମ୍ୟୁନିଟି ହେଲଥ ସେଣ୍ଟର ତୁକାପାଲର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବସରେ ପ୍ରାୟ ୩୨ଜଣ ଯବାନ ଥିଲେ । ନିର୍ବାଚନ ଡ୍ୟୁଟି ସାରି ଦନ୍ତେୱାଡାରୁ ଜଗଦଲପୁର ମୁଖ୍ୟାଳୟକୁ ଫେରୁଥିଲେ। ତେବେ କୋଡେନାର ପୋଲିସ ଷ୍ଟେସନ ନିକଟ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଥିଲା । ବସ୍ ସାମ୍ନାକୁ ଗୋରୁ ପୋଲ ଆସିଯିବାରୁ ବସଟି ନିୟନ୍ତ୍ରଣ ବାହାରକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର